Posted inଜାତୀୟ

ବିରୋଧୀ ମେଣ୍ଟ ‘ଇଣ୍ଡିଆ’କୁ ନେଇ ନୀତିଶ କଲେ ବଡ଼ ଖୁଲାସା

ପାଟନା,୨୭।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏକ ବୈଠକ ହେବାକୁ ଯାଉଛି। ଏହାପୂର୍ବରୁ ଦୁଇଥର ବିରୋଧୀ ମେଣ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ପାଟନାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା। ବର୍ତ୍ତମାନ ତୃତୀୟ ବୈଠକ ପାଇଁ ପ୍ରସ୍ତୁତି ଚାଲିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୩୧ ଅଗଷ୍ଟରେ ମୁମ୍ବାଇ ଯିବେ। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ସଂଯୋଜକ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଏନ୍‌ଡିଏ କ୍ରମାଗତ ଭାବରେ ପ୍ରଶ୍ନ ଉଠାଉଛି। ଏନେଇ ମୁମ୍ବାଇ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ବିବୃତ୍ତି ଦେଇଛନ୍ତି।
ମୁମ୍ବାଇ ବୈଠକକୁ ନେଇ ବିରୋଧୀଦଳଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ଯେ, ମୁଁ ବୈଠକୁ ସାମିଲ ହେବାକୁ ଯାଉଛି। ମୁଁ ବ୍ୟକ୍ତିଗତ କିଛି ଚାହେଁ ନାହିଁ। ମୁଁ କେବଳ ସମସ୍ତଙ୍କୁ ଏକଜୁଟ କରିବାକୁ ଚାହୁଁଛି। ମୁଁ ଯାଉଛି, ଅନ୍ୟ କେତେକ ଦଳ ମଧ୍ୟ ଯୋଗଦେବେ। କେହି ଯାହା କୁହନ୍ତି ତାହା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଭାଜପାର ଅଭିଯୋଗ ଉପରେ ଧ୍ୟାନ ଦେବାର କୌଣସି ଆବଶ୍ୟକତା ନାହିଁ। ଏବେ ଆଉ କିଛି ଦଳ ଆସିବେ। ମୁଁ ଏହା ପୂର୍ବରୁ ମଧ୍ୟ କହିଛି ଯେ ମୁଁ ବ୍ୟକ୍ତିଗତ ଭାବରେ କିଛି ଚାହେଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri