Posted inଜାତୀୟ

ବିହାରରେ ଗଠବନ୍ଧନ ଛାଡ଼ି ପୁଣି ଭାଜପା ସହ ହାତ ମିଶାଇ ପାରନ୍ତି ନୀତୀଶ କୁମାର:ରିପୋର୍ଟ

ନୂଆଦିଲ୍ଲୀ,୨୫ା୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁନର୍ବାର ଶିବିର ବଦଳାଇବାର ଆଲୋଚନା ହେଉଛି। ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ନୀତୀଶ କୁମାର ଶେଷ ମୁହୂର୍ତ୍ତରେ ୟୁ-ଟର୍ନରେ ମାରି ଆସନ୍ତା ଲୋକସଭା ନିର୍ବାଚନରେ ​​ଭାଜପା ସହ ହାତ ମିଶାଇ ପାରନ୍ତି।

ଗତ ଦୁଇ ଦିନରେ ଦୁଇ ପ୍ରମୁଖ ନେତା ମମତା ବାନାର୍ଜୀ ଏବଂ ଅରବିନ୍ଦ କେଜ୍ରିୱାଲ କଂଗ୍ରେସ ସହ ପଞ୍ଜାବ ଏବଂ ପଶ୍ଚିମବଙ୍ଗରେ ମେଣ୍ଟ କରିବାକୁ ମନା କରି ଦେଇଥିଲେ।

ଅନ୍ୟପଟେ ନୀତିଶ କୁମାରଙ୍କ ପାଇଁ ଏହା ଶିବିରରେ ପଞ୍ଚମ ଥର ପରିବର୍ତ୍ତନ ହେବ। ୨୦୧୩ ଠାରୁ ସେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଗୋଷ୍ଠୀ ପରିବର୍ତ୍ତନ କରିଛନ୍ତି। ସେ ୨୦୨୨ ରେ ଶେଷ ଗୋଷ୍ଠୀ ପରିବର୍ତ୍ତନ କରିଥିଲେ – ଦୁଇ ବର୍ଷ ପରେ ସେ ଗ୍ରାଣ୍ଡ ଆଲାଇନ୍ସରୁ ବାହାରି ଏନଡିଏରେ ଯୋଗ ଦେଇଥିଲେ।

ଗତ ସପ୍ତାହରେ ନୀତିଶ କୁମାର ରାଜନୀତିରେ ପରିବାରବାଡ଼ ଉପରେ ମନ୍ତବ୍ୟ ଦେଇଥିଲେ। ଯାହାଦ୍ଵାରା ସେ ପରୋକ୍ଷରେ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ କରୁଥିବା କୁହାଯାଉଥିଲା। ପରେ ଲାଲୁଙ୍କ ଝିଅ ମଧ୍ୟ ପରୋକ୍ଷରେ ନିତୀଶଙ୍କ ସମାଲୋଚନା କରିଥିଲେ। ଏହାରି ମଧ୍ୟରେ ଇଣ୍ଡିଆରେ ଚାଲିଥିବା ଟଣା ଓଟରାରେ କୌଣସି ବାସ୍ତବିକ ଚିତ୍ର ମିଳୁ ମନଥିବାରୁ ନୀତିଶ କୁମାର ଅସନ୍ତୋଷ ଥିବା କୁହାଯାଉଛି। ଯେଉଁଥିପାଇଁ ସେ ରାହୁଲଙ୍କ ଭାରତ ଯୋଡୋ ନ୍ୟାୟ ଯାତରେ ସାମିଲ ନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri