Posted inଜାତୀୟ

ନୀତୀଶ କୁମାର ଜେଡିୟୁ ଦଳର ନୂଆ ସଭାପତି

ନୂଆଦିଲ୍ଲୀ,୨୯।୧୨: ଶୁକ୍ରବାର ବିହାର ରାଜନୀତିରେ ବଡ଼ ଘଟଣାକ୍ରମ ଦେଖିବାକୁ ମିଳିଛି। ଜେଡିୟୁ ଦଳର ସଭାପତି ପଦରୁ ଲଲନ ସିଂ ଇସ୍ତଫା ଦେବା ପରେ ନୀତିଶ କୁମାରଙ୍କୁ ଏହି ଦାୟିତ୍ୱ ମିଳିଛି। ଦଳରେ ସାଂଗଠନିକ ପରିବର୍ତ୍ତନ ହେବା ନେଇ ଅନେକ ଦିନରୁ ଆଲୋଚନା ଚାଲିଥିଲା।

ଦଳର ସଭାପତି ଭାବେ ତାଙ୍କର ଶେଷ ଭାଶଣରେ ଲଲନ ସିଂହ କହିଛନ୍ତି, ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ତୃଣମୂଳ ସ୍ତରରେ ସକ୍ରିୟ ରହିବା ପାଇଁ ଦଳର ମୁଖିଆ ପଦବୀରୁ ସେ ଇସ୍ତଫା ଦେଇଛନ୍ତି। ଏହାପରେ ସେ ନୀତିଶ କୁମାରଙ୍କୁ ଦଳର ପରବର୍ତ୍ତୀ ସଭାପତି ଭାବେ ସେ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?