Posted inଜାତୀୟ

ଇସ୍ତଫା ଦେଲେ ନୀତିଶ, ସଂଧ୍ୟାରେ ନେବେ ଶପଥ

ପାଟନା,୨୮।୧: ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆଲକରଙ୍କୁ ସାକ୍ଷାତ କରି ନୀତିଶ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହାପୂର୍ବରୁ ସେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ବିଧାୟକ ଓ ବରିଷ୍ଠ ନେତାଙ୍କୁ ସାକ୍ଷାତ କରିଥିଲେ। ବୈଠକରେ ଅଗାମୀ ରଣନୀତିକୁ ନେଇ ଚର୍ଚ୍ଚା ହେବା ସହ ନିଜ ଇସ୍ତଫା ଦେବା ନେଇ ସେ ବିଧାୟକଙ୍କୁ ଜଣାଇଥିଲେ। ଏନେଇ ବିଧାୟକମାନେ ମଧ୍ୟ ତାଙ୍କୁ ସମର୍ଥନ କରିଥିଲେ।

ରବିବାର ନୀତିଶ ରାଜଭବନରେ ପହଞ୍ଚି ଇସ୍ତଫାପତ୍ର ଦେବା ସହ ମୁଖମନ୍ତ୍ରୀ ପଦ ଛାଡିଛନ୍ତି। ତେବେ ଆଜି ସଂଧ୍ୟାରେ ସେ ଭାଜପା ସମର୍ଥନରେ ମୁଖ୍ୟମନ୍ତ୍ରୀ ପଦରେ ପୁଣି ସମର୍ଥନ ନେଇପାରନ୍ତି। ଭାଜପାର ନୂଆ ଫର୍ମୂଲାରେ ଦୁଇ ନେତାଙ୍କୁ ଉପ ମୁଖ୍ୟମନ୍ତ୍ରୀ ପଦ ଦିଆଯାଇପାରେ ବୋଲି ରାଜନୈତିକ ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri