Posted inଜାତୀୟ

ରାଗିଲେ ନୀତୀଶ!

ପାଟନା,୮ ।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସାଧାରଣତଃ କମ୍ ରାଗିବାର ଦେଖାଯାଇଥାଏ । ହେଲେ ଗତ କିଛି ମାସ ହେବ ମଞ୍ଚ ଉପରେ ନୀତୀଶଙ୍କ ରାଗ ଦେଖିବାକୁ ମିଳୁଛି । ସୋମବାର ବିହାର ବିଧାନ ପରିଷଦ କାର୍ଯ୍ୟ ସମୟରେ ନୀତୀଶ କୁମାର ରାଷ୍ଟ୍ରୀୟ ଜନତା ଦଳର ଏମ୍‌ଏଲ୍‌ସି ସଦସ୍ୟଙ୍କ ଉପରେ ରାଗିଯାଇଛନ୍ତି । ଏହାସହ ସେ ଉ୍‌କ୍ତ ସଦସ୍ୟଙ୍କୁ ବସିବାକୁ କହି ସଦନର ନିୟମ କାନୁନ ବିଷୟରେ ଜାଣିବାକୁ କହିଥିଲେ । ସୂଚନାଯୋଗ୍ୟ, ବିଧାନ ପରିଷଦ ମଧ୍ୟରେ ଯେତେବେଳେ ତାରାଙ୍କିତ ପ୍ରଶ୍ନର ଉତ୍ତର ଦେବା କାର୍ଯ୍ୟକ୍ରମ ଚାଲିଥିଲା ସେତେବେଳେ ଆର୍‌ଜେଡି ସଦସ୍ୟ ଠିଆ ହୋଇ ଯାଇଥିଲେ ଓ ଆଉ ଏକ ପ୍ରଶ୍ନ କରିବାକୁ ଚେଷ୍ଟା କରିଥିଲେ । । ଏହାକୁ ଦେଖି ନୀତୀଶ ରାଗିଯିବା ସହ ତାଙ୍କୁ ବସିବାକୁ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri