Posted inଜାତୀୟ

ସପ୍ତମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ

ପାଟନା,୧୬ ।୧୧: ବିହାର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମଥର ପାଇଁ ଶପଥ ଗ୍ରହଣ କରିଛନ୍ତି ଜନତା ଦଳ ୟୁନାଇଟେଡ(ଜେଡିୟୁ) ନେତା ନୀତୀଶ କୁମାର । ସୋମବାର ଅପରାହ୍ନରେ ରାଜଭବନ ପରିସରରେ ଆୟୋଜିତ ସମାରୋହରେ ନୀତୀଶ ଶପଥ ଗ୍ରହଣ କରିଛନ୍ତି । ବିହାର ରାଜ୍ୟପାଳ ଫଗୁ ଚୌାହାନ ନୀତୀଶଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ସମାରୋହରେ ଯୋଗ ଦେଇଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଆଉ କେତେଜଣ ବରିଷ୍ଠ ନେତା । ସୂଚନାଯୋଗ୍ୟ, ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ବିଜୟ ଲାଗ କରିବା ପରେ ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ ଆସନ ମିଳିଛି । ତେବେ ଭାଜପା ବାଚସ୍ପତି ଆସନ ଉପରେ ନଜର ରଖିଥିବା କୁହାଯାଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?