Posted inଜାତୀୟ

ବିଧାୟକଙ୍କ ଉପରେ କଟକଣା ଲଗାଇଲେ ନୀତିଶ

ପାଟନା,୨୩।୫: ଜେଡିୟୁ ବିଧାୟକଙ୍କ ଉପରେ କଟକଣା ଲଗାଇଛନ୍ତି ନୀତିଶ ସରକାର। ତିନି ଦିନ ଯାଏ ପାଟନା ବାହାରକୁ ନ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜେଡିୟୁ ବିଧାୟକ ୭୨ଘଣ୍ଟା ପାଇଁ ପାଟନା ବାହାରକୁ ନ ଯିବା ପାଇଁ ନୀତିଶ କହିଛନ୍ତି। ଆଗାମୀ ୭୨ ଘଣ୍ଟା ବିହାର ରାଜନୀତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ନୀତିଶଙ୍କ ଏହି ଆଦେଶ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ମୁଖ୍ୟମନ୍ତ୍ରୀ ନୀତିଶ କିଛି ଦିନ ହେଲା ଦଳୀୟ ନେତା, ବିଧାୟକଙ୍କ ସହ ଘନଘନ ବୈଠକ କରୁଛନ୍ତି। ଏନେଇ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହୋଇପାରେ ବୋଲି ଆଲୋଚନା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ, ନୀତିଶ ଭାଜପା ସହ ମେଣ୍ଟ ଛାଡ଼ି ଆରଜେଡି ସହ ମିଶି ସରକାର ଗଢି ପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ନିୟନ୍ତ୍ରଣରେ ଓ୍ବେବ୍‌ ନ୍ୟୁଜ୍‌

ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଓ୍ବେବ୍‌ ମିଡିଆ ପ୍ଲାଟ୍‌ଫର୍ମ ଓ ଅନ୍‌ଲାଇନ୍‌ରେ ପ୍ରଦର୍ଶିତ ଫିଲ୍ମ ତଥା ଅଡିଓ ଭିଜୁଆଲ କାର୍ଯ୍ୟକ୍ରମଗୁଡ଼ିକୁ ନିଜ ଅଧୀନକୁ ନେଇଛନ୍ତି।...

ଅପରାଧୀ ବିକାଶ ଦୁବେ ମାମଲା: ଚୌବେପୁର ଥାନାର ପୂର୍ବତନ ଏସ୍‌ଓ ଗିରଫ

କାନପୁର,୮।୭: ୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିବା ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କୁ ସହାୟତା କରୁଥିବା ୨ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ବୁଧବାର ଚୌବେପୁରର ଥାନାର...

ସମ୍ପତ୍ତି ଅଧିକାର ମୌଳିକ ମାନବିକ ଅଧିକାର, ସରକାରଙ୍କ ଉପରେ ୧୦ ଲକ୍ଷ ଜରିମାନା ଜାରି କଲେ ହାଇକୋର୍ଟ…

ଶ୍ରୀନଗର, ୧।୭ : ଜଣେ ବ୍ୟକ୍ତିଙ୍କ ସମ୍ପତ୍ତି ଅଧିକାର ଏକ ମୌଳିକ ମାନବିକ ଅଧିକାର। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ । ସରକାର ବଳ...

ସଂସଦର ଶୀତ ଅଧିବେଶନ: ନଭେମ୍ବର ୧୮ରୁ ଡିସେମ୍ବର ୧୩

ନୂଆଦିଲ୍ଲୀ,୨୧।୧୦: ସଂସଦର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକ ସଭା ଏବଂ ରାଜ୍ୟ...

ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିତ ୮ ମାମଲା ସୁପ୍ରିମ୍‌କୋର୍ଟ ସ୍ଥାନାନ୍ତର: ୨୦୨୦ ସୁଦ୍ଧା ଆସିବ ଆଇନ

ନୂଆଦିଲ୍ଲୀ,୨୨।୧୦: ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିରେ ହାଇକୋର୍ଟରେ ଦାଖଲ ହୋଇଥିବା ୮ ମାମଲାକୁ ସୁପ୍ରିମ୍‌କୋର୍ଟକୁ ସ୍ଥାନାନ୍ତର କରାଯାଇଛି। ଏଣିକି ଏହାର ଶୁଣାଣି ସର୍ବୋଚ୍ଚ ଆଦାଲତରେ କରାଯିବ।...

ଗାଙ୍ଗୁଲି ହୋଇପାରନ୍ତି ଭାଜପାର ନୂଆ ଚେହେରା: ଗରିବଙ୍କ କଥା ବୁଝିପାରିବେ ନାହିଁ ଦାଦା

କୋଲକତା, ୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଦୀର୍ଘ ଦିନ ଧରି ଚର୍ଚ୍ଚା ହେଉଛି...

କରୋନାରେ ୨୦ ଦିନର ଶିଶୁ ମୃତ

ଜୟପୁର,୪ା୫: ରାଜସ୍ଥାନର ଜୟପୁର ସହରରେ ୨୦ ଦିନର ଶିଶୁ କରୋନା ସଂକ୍ରମଣରେ ପ୍ରାଣ ହରାଇଛି। କୋଭିଡ୍‌-୧୯ ସଂକ୍ରମଣରେ ପ୍ରାଣ ହରାଇବାରେ ସେ ସମ୍ଭବତଃ ବିଶ୍ୱରେ ସର୍ବକନିଷ୍ଠ...

ସେଣ୍ଟ୍ରାଲ ଭିଷ୍ଟା ପ୍ଲଟ୍‌ ବିରୋଧରେ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୪।୧୧: ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପରେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ନିର୍ମାଣ ହେବାକୁ ଥିବା ସରକାରୀ ବାସଗୃହ ଲାଗି ବ୍ୟବହୃତ ପ୍ଲଟ(ଜମି) ପରିବର୍ତ୍ତନକୁ ଚ୍ୟାଲେଞ୍ଜ...

Advertisement
Archives

Model This Week