Posted inଖେଳ

ଆଇପିଏଲ୍‌ରେ ଲଜ୍ଜାଜନକ ରେକର୍ଡ କଲେ କେକେଆର୍‌ର ଏହି କ୍ରିକେଟର; ଆସନ୍ତା ନିଲାମୀରେ କେହି…

ଦୁବାଇ,୧୬।୧୦: ଆଇପିଏଲ୍‌ ୨୦୨୧ ଫାଇନାଲ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସଠାରୁ ୨୭ ରନ୍‌ରେ ପରାସ୍ତ ହୋଇଛି କୋଲକାତା ନାଇଟ୍‌ ରାଇଡର୍ସ। ଜିତିବା ପାଇଁ ଚେନ୍ନାଇ କୋଲକାତାକୁ ୧୯୩ ରନ୍‌ର ବିଜୟଲକ୍ଷ୍ୟ ଦେଇଥିଲା। ହେଲେ କୋଲକାତାର ଖେଳାଳିମାନେ ୨୦ ଓଭରରେ ୧୬୫/୯ ସ୍କୋର କରିପାରିଥିଲେ। ଦଳର ଓପନର ଶୁଭମନ ଗିଲ(୫୧) ଏବଂ ଭେଙ୍କଟେଶ ଆୟାର(୫୦) ରନ୍‌ କରିଥିଲେ। ସେମାନଙ୍କୁ ଛାଡ଼ି ଅନ୍ୟ ଖେଳାଳିଙ୍କ ବ୍ୟାଟ୍‌ ଚାଲି ନ ଥିଲା। ଯୁବ ବ୍ୟାଟ୍ସମ୍ୟାନ୍‌ ନୀତିଶ ରାଣାଙ୍କଠାରୁ ବହୁତ କିଛି ଆଶା କରାଯାଇଥିଲା। ହେଲେ ସେ କୌଣସି ରନ୍‌ ନ କରି (ଗୋଲ୍ଡେନ୍‌ ଡକ୍‌) ଆଉଟ୍‌ ହୋଇଯାଇଥିଲେ। ଏହାକୁ ନେଇ ସେ ଏକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି। ଆଇପିଏଲ୍‌ରେ ସବୁଠାରୁ ଅଧିକ ଥର ଶୂନ ରନ୍‌ କରି ପ୍ରଥମ ବଲ୍‌ରେ ଆଉଟ୍‌ ହେବା(ଗୋଲ୍ଡେନ୍‌ ଡକ୍‌) ଖେଳାଳି ସେ ପାଲଟିଛନ୍ତି। ଗତ ସିଜନ୍‌ରୁ ଆଇପିଏଲ୍‌ ୧୪ ପର୍ଯ୍ୟନ୍ତ ସେ ୫ ଥର ଏପରି କରିଛନ୍ତି। ଗତ ୫ ମ୍ୟାଚ୍‌ରେ ବି ନୀତିଶ ସେତେଟା ଭଲ ପ୍ରଦର୍ଶନ କରିପାରିନାହାନ୍ତି। ଏହି ଅଙ୍କ ଦେଖିଲେ ଆଇପିଏଲ୍‌ ୨୦୨୨ର ମେଗା ଅକ୍ସନରେ ନୀତିଶଙ୍କୁ କିଣିବା ଲାଗି ଦଳମାନେ ଅରାଜି ହୋଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri