Posted inଖେଳ

ହାଇଦ୍ରାବାଦ ଆଗରେ ବିଶାଳ ଟାର୍ଗେଟ

ଚେନ୍ନାଇ, ୧୧ା୪- ନୀତିଶ ରାଣା ଓ ରାହୁଲ ତ୍ରିପାଠିଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ ଆଗରେ ୧୮୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ରାଣା (୮୦ ରନ୍‌, ୫୬ ବଲ, ୯ ଚୌକା ଓ ୪ ଛକା) ଓ ରାହୁଲ (୫୩ ରନ୍‌, ୨୯ ବଲ, ୫ ଚୌକା ଓ ୨ ଛକା) ଖେଳିଥିଲେ ବିସ୍ପୋରକ ଅର୍ଦ୍ଧଶତକୀୟ ପାଳି। ଦୁହେଁ ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୯୩ ରନ୍‌। ଦୁଇ ବ୍ୟାଟ୍ସମ୍ୟାନ ଆଉଟ୍‌ ହେବା ପରେ ହାଇଦ୍ରାବାଦ ମ୍ୟାଚ୍‌କୁ ଫେରିଥିଲା। କିନ୍ତୁ ଦୀନେଶ କାର୍ତ୍ତିକ ଶେଷ ଓଭରରେ ୧୬ ରନ୍‌ କରିଥିଲେ। ଫଳରେ କେକେଆର ପୂରା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ସନରାଇଜର୍ସ ପାଇଁ ରଶିଦ ଖାଁ ଓ ମହମ୍ମଦ ନବି ଦୁଇ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri