Posted inଜାତୀୟ

ନଭେମ୍ବର ୧୦ ପରେ ତେଜସ୍ୱୀଙ୍କ ଆଗରେ ମୁଣ୍ଡ ଟେକି ଚାଲିପାରିବେନି ନୀତୀଶ: ଚିରାଗ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃ୍‌ତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଶନିବାର ଅର୍ଥାତ୍ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଏଥିପାଇଁ ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ ଶେଷ ପ୍ରଚାର ଦିବସ । ତେଣୁ ଏବେ ସବୁ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ସମସ୍ତ ବଳ ଖର୍ଚ୍ଚ କରୁଥିବା ଦେଖାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଭୋଟ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ପ୍ରଚାର କାର୍ଯ୍ୟ ଶେଷ କରାଯିବ । ଏହି କ୍ରମରେ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ଅଧ୍ୟକ୍ଷ ଚିରାଗ ପାଶୱନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ଚିରାଗ କହିଛନ୍ତି ନଭେମ୍ବର ୧୦ ତାରିଖ ପରେ ନୀତୀଶ ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କ ସାମ୍ନାରେ ମୁଣ୍ଡ ଟେକି ଚାଲି ପାରିବେ ନାହିଁ । ପୂର୍ବରୁ ଯେଉଁ ପ୍ରଧାନମନ୍ତ୍ରୀଙ୍କୁ ନୀତୀଶ ଗାଳି କରି ଚାଲିଥିଲେ ଏବେ ସେହି ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମଞ୍ଚ ୁପରେ ନତ ମସ୍ତକ ହୋଇ ଚାଲିଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀ ଆସନ ପାଇଁ ଆପଣଙ୍କ ଲୋଭ ଓ ପ୍ରେମ ସ୍ପଷ୍ଟ ବାରି ହୋଇ ପଡୁଛି । ନଭେମ୍ବର ୩ରେ ନୀତୀଶଙ୍କ ରାଲିରେ ଯେଉଁ ପିଆଜ ମାଡ ହୋଇଥିଲା ତାକୁ ନେଇ ଚିରାଗ କହିଛନ୍ତି, ରାଜ୍ୟବାସୀଙ୍କ ଦୁଃଖଦୁର୍ଦ୍ଦଶା ବୁଝିବା ପରିବେର୍ତ୍ତେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଯେଉଁଭଳି ଢଙ୍ଗରେ କହିଥିଲେ ଫୋପାଡ ଆହୁରି ଫୋପାଡ ଏହା ଆଦୌ ଗ୍ରହଣଯୋଗ୍ୟ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?