Posted inଜାତୀୟ

୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହା ସହିତ ଆର୍‌ଜେଡ଼ି ନେତା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାବ୍ରୀ ଦେବୀ, ତେଜପ୍ରତାପ ଯାଦବ,  ତେଜସ୍ବୀଙ୍କ ସ୍ତ୍ରୀ ରାଜଶ୍ରୀ ମଧ୍ୟ ସାମିଲ ହୋଇଥିଲେ।

ଲାଲୁ ଯାଦବଙ୍କ ଚିକିତ୍ସା ଦିଲ୍ଲୀରେ ଜାରି ରହିଥିବାରୁ ସେ ପାଟନାରେ ଆୟୋଜିତ ହୋଇଥିବା ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇ ପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri