Posted inଜାତୀୟ

ମମତାଙ୍କୁ ଭେଟିବେ ନୀତିଶ

କୋଲକାତା, ୨୪।୪: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିରୋଧୀ ଦଳ ଏକଜୁଟ ହେବାରେ ଲାଗିଛନ୍ତି। ଆସନ୍ତା ନିର୍ବାଚନରେ ବିରୋଧୀ ଦଳ ଏକାଠି ହୋଇ ଦେଶରେ ଏନଡିଏ ସରକାରକୁ ହରାଇବାକୁ ସଜବାଜ ହେଲେଣି। ତେବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଦଳଗୁଡ଼ିକୁ ଏକଜୁଟ କରିବା ଲକ୍ଷ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବା ଲାଗି କୋଲକାତାରେ ପହଞ୍ଚିଛନ୍ତି।

ସୂଚନାନୁସାରେ, ନୀତିଶ କୁମାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋଲକାତାରେ ପହଞ୍ଚିଛନ୍ତି। ସେ କିଛି ସମୟ ମଧ୍ୟରେ ମମତାଙ୍କ ସହ ସାକ୍ଷାତ କରିବେ। ନୀତିଶ କୋଲକାତାରେ ତିନି ଚାରି ଘଣ୍ଟା ରହିବା ପରେ ସୋମବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?