Posted inଜାତୀୟ

ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନ କଲେ ପୁଣି ଓହରିବେ ନୀତୀଶ: ଭାଜପା ନେତାଙ୍କ କଟାକ୍ଷ…

ପାଟନା,୧୨।୧୨ : ବିହାରରେ ଭାଜପା ଏବଂ ଜେଡିୟୁ ରାସ୍ତା ଅଲଗା ହେବା ପରେ ଭୟଙ୍କ ମଧ୍ୟରେ ଲଗାତାର ବିବାଦ ଲାଗିରହିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପା ଏକ ଷଡଯନ୍ତ୍ର ରଚିଥିବା ଅଭିଯୋଗ କରିଥିଲେ। ବର୍ତ୍ତମାନ ନୀତୀଶ କୁମାରଙ୍କ ବିବୃତ୍ତି ନେଇ ବିହାର ଭାଜପା ସଭାପତି ସଞ୍ଜୟ ଜୟସ୍ବାଲ କଟାକ୍ଷ କରି କହିଛନ୍ତି ଯେ ଭାଜପା ତାଙ୍କ ସହ ମିଳିତ ହୋଇ ୧୭ ବର୍ଷ କାର୍ଯ୍ୟ କରିଛି। ତେବେ ନୀତୀଶ ୨୦୧୩ ଏବଂ ୨୦୨୨ ପ୍ରତାରଣା କରିଛନ୍ତି।

ସଞ୍ଜୟ କହିଛନ୍ତି ଯେ ନୀତୀଶ ପ୍ରତ୍ୟେକ ଦଳକୁ ଦାସ ଭାବରେ ରଖିବାକୁ ଚାହୁଁଛନ୍ତି। ଯଦି ସମସ୍ତେ ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀତ୍ୱକୁ ଗ୍ରହଣ ନକରନ୍ତି, ତେବେ ସେ ପୁଣି ଓହରିବେ । ସେ ପୁଣି ଭାଜପାକୁ ଫେରିବାର ଉଦ୍ୟମ କରିବେ। କିନ୍ତୁ ଏଥର ଭାଜପା ନୀତୀଶ କୌଣସି ମୂଲ୍ୟରେ ଫେରାଇ ନେବ ନାହିଁ, ମୁଁ ଏହା ନିଶ୍ଚିତ ଭାବେ କହିପାରେ।

ପ୍ରଧାନମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଛନ୍ତି ନୀତୀଶ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାସ୍ତ କରିବା ଲାଗି ତାଙ୍କର ବହୁତ ଇଚ୍ଛା ଅଛି। ତେଣୁ ସେ ଆଶା କରୁଛନ୍ତି ଯେ ସମସ୍ତ ଦଳ ତାଙ୍କୁ ପ୍ରଧାନମନ୍ତ୍ରୀ ରୂପେ ପ୍ରୋଜେକ୍ଟ କରିବେ। ସେଥିପାଇଁ ସେ ସମସ୍ତ ଦଳକୁ ଅନୁସରଣ କରୁଥିଲେ କିନ୍ତୁ ସେ ଦେଶର ଲୋକଙ୍କ ମତାମତ ନେଉନାହାଁନ୍ତି। ଦେଶର ଲୋକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?