Posted inଜାତୀୟ

ଜନସଂଖ୍ୟା ନେଇ ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ, ପୁରୁଷ ଦାୟିତ୍ୱହୀନ-ମହିଳା ଅଶିକ୍ଷିତ …

ପାଟନା,୮।୧ : ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ବିହାରର ଜନସଂଖ୍ୟା ନିୟନ୍ତ୍ରଣକୁ ଆସିବ ନାହିଁ କାରଣ ରାଜ୍ୟରେ ମହିଳାମାନେ ଅଶିକ୍ଷିତ ଥିବାବେଳେ ପୁରୁଷମାନେ ଦାୟିତ୍ୱହୀନ। ସେମାନେ ଦାୟିତ୍ୱ ଗ୍ରହଣ କରିବେ ନାହିଁ।

ତାଙ୍କ ମନ୍ତବ୍ୟକୁ ନେଇ ବିରୋଧୀ ଭାଜପା ତାଙ୍କୁ ଘୃଣା ଭାଷଣ ଏବଂ ରାଜ୍ୟର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଥିବା ପାଇଁ ଚେତାବନୀ ଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ସମାଧାନ ଯାତ୍ରା ମଧ୍ୟରେ ବୈଶାଳୀଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି କହିଥିଲେ ଦିନେ ତାଙ୍କ ସରକାର ଜାତି ଭିତ୍ତିକ ଜନଗଣନାର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଥିଲେ।

ନୀତୀଶ କୁମାର କହିଛନ୍ତି, ମହିଳାମାନଙ୍କ ମଧ୍ୟରେ ପାଠପଢୁଆଙ୍କ ସଂଖ୍ୟା ବୃଦ୍ଧି ପାଇଲେ ରାଜ୍ୟରେ ପ୍ରଜନନ ହାର ହ୍ରାସ ପାଇବ। ଏହା ଦ୍ୱାରା ଜନସଂଖ୍ୟା ନିୟନ୍ତ୍ରଣରେ ରହିବ। ତେବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ବିବାଦ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri