Posted inଜାତୀୟ

ଚନ୍ଦ୍ରାବାବୁଙ୍କ ଭଳି ହେବ ନୀତୀଶଙ୍କ ଅବସ୍ଥା: ପିକେ…

ପାଟନା,୨୫।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ତାଙ୍କ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି,ସେମାନଙ୍କର ନିଜର କୌଣସି ସ୍ଥିତି ନାହିଁ ଏବଂ ଦେଶରେ ବିରୋଧୀଙ୍କୁ ଏକଜୁଟ କରିବା କଥା କହିବା ହାସ୍ୟାସ୍ପଦ। ଭାରତୀୟ ଜନତା ପାର୍ଟିର ମୁକାବିଲା ପାଇଁ ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ ନୀତୀଶ କୁମାର ମଧ୍ୟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରାବାବୁ ନାଇଡୁଙ୍କ ଭଳି ଉଦ୍ୟମ କରୁଛନ୍ତି। ତାଙ୍କର ଅବସ୍ଥା ଚନ୍ଦ୍ରାବାବୁଙ୍କ ଭଳି ହେବ।

ବାସ୍ତବରେ, ଗୋଟିଏ ଦିନ ପୂର୍ବରୁ ନୀତୀଶ କୁମାର ଏବଂ ତେଜସୱୀ ଯାଦବ ମମତା ବାନାର୍ଜୀ ଏବଂ ଅଖିଳେଶ ଯାଦବଙ୍କୁ ଭେଟି ବିରୋଧୀଙ୍କୁ ଏକଜୁଟ କରିଥିଲେ।

ନୀତୀଶଙ୍କର ଏକ ଛୋଟା ଚାଲି ପାରୁ ନ ଥିବା ସରକାର ଅଛି ଏବଂ ସେ ବିହାର ବିଷୟରେ ଚିନ୍ତା କରିବା ଉଚିତ ବୋଲି ୨୦୧୬ରେ ନୀତୀଶ କୁମାରଙ୍କ ପରାମର୍ଶଦାତା ଭାବରେ କାର୍ଯ୍ୟ କରିଥିବା ପ୍ରଶାନ୍ତ କହିଛନ୍ତି।
ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କର ଏକମାତ୍ର ଶ୍ରେୟ ହେଉଛି ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ପୁଅ। ଗ୍ରାଣ୍ଡ ଆଲାଇନ୍ସ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ୧୦ ଲକ୍ଷ ଚାକିରି ଯୋଗାଇଦେବାକୁ ଦେଇଥିବା ପ୍ରତିଶ୍ରୁତିକୁ ପିକେ କକଟାକ୍ଷ କରିଛନ୍ତି। ଯଦି ତେଜସ୍ବୀ ଲାଲୁଙ୍କ ପୁଅ ନ ଥାନ୍ତେ, ତେବେ ସେ ଦେଶରେ କେଉଁ ଚାକିରି ପାଇଥାନ୍ତେ? ନିଜର ପ୍ରକୃତ ସ୍ଥିତି ଆକଳନ ନ କରି ତେଜସ୍ବୀ କେବଳ ଭାଷଣ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?