Posted inଜାତୀୟ

ନୀତିଶଙ୍କ ଶପଥ ଗ୍ରହଣ ଦୀପାବଳି ପରେ: କେ.ସି.ତ୍ୟାଗୀ !

ପାଟନା,୧୧।୧୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପୁଣିଥରେ ଶାସନ କରିବାର ସୁଯୋଗ ମିଳିଛି। ନୀତିଶ ଦୀପାବଳି ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜେଡ଼ିୟୁର ବରିଷ୍ଠ ନେତା କେ.ସି. ତ୍ୟାଗୀ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ ନୂଆ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଭାଜପା ପକ୍ଷରୁ ମଧ୍ୟ ନୀତିଶଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦରେ ବସାଇବା ଲାଗି ସବୁଜ ସଙ୍କେତ ଦିଆ ସରିଛି। ତେବେ ନୀତିଶଙ୍କ ଦଳ ଭଲ ପ୍ରଦର୍ଶନ କରି ନ ଥିବାରୁ ତାଙ୍କ ମନ ଖୁସି ନ ଥିବା ନେଇ ଚର୍ଚ୍ଚା ହେଉଛି। ଏନଡ଼ିଏର ବିଜୟ ହୋଇଥିଲେ ବି ନୀତିଶଙ୍କ ପରାଜୟ ହୋଇଥିବା ସମ୍ପର୍କରେ ରାଜ୍ୟ ରାଜନୀତିରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅବ୍ବା ଜାନ୍‌’ ମନ୍ତବ୍ୟ: ଯୋଗୀଙ୍କ ନାଁରେ ମାମଲା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫।୯: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଭାଜପାର ଧ୍ରୁବୀକରଣ ପ୍ରୟୋଗ ସେତିକି ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଅବ୍ବା ଜାନ୍‌’...

ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪...

ମାନେକା ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ସମନ ଜାରି…

ନୂଆଦିଲ୍ଲୀ, ୧୫।୫ : ଭେଟେରିନାରୀ ଆସୋସିଏଶନ ଅଫ ଇଣ୍ଡିଆ ଦ୍ୱାରା ଦାଖଲ ହୋଇଥିବା ମାନହାନି ମକଦ୍ଦମା ଉପରେ ଦିଲ୍ଲୀ ହାଇକୋର୍ଟ ଭାଜପା ଏମ୍‌ପି ମାନେକା ଗାନ୍ଧୀଙ୍କୁ...

ଶ୍ରମିକଙ୍କ ସହିତ ଖୋଲା ଟ୍ରକ୍‌ରେ ମୃତଦେହ ପଠାଇଲା ଉତ୍ତରପ୍ରଦେଶ: ନିନ୍ଦା କଲେ ହେମନ୍ତ ସୋରେନ୍‌

ରାଞ୍ଚି,୧୯।୫: କିଛିିଦିନ ତଳେ ଉତ୍ତରପ୍ରଦେଶ ଔରିୟାରେ ସଡ଼କ ଦୁର୍ଘଟଣାରେ ୨୬ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୧୧ ଜଣ ଝାଡ଼ଖଣ୍ଡର ଥିଲେ। ଉତ୍ତରପ୍ରଦେଶ...

‘କେବଳ ବିବାହ ପାଇଁ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ,୩୧।୧୦: କେବଳ ବିବାହ ପାଇଁ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଏକ ମାମଲାର ବିଚାର ବେଳେ କହିଛନ୍ତି। ଏଥିସହିତ ଅଦାଲତ ଏକ ଦମ୍ପତିଙ୍କ...

କରୋନା ସଂକ୍ରମଣରୁୁ ନିଜ ଶିଶୁକୁ ବଞ୍ଚାଇବାକୁ ଯଶୋଦା ପାଲଟିଲେ ୨ମା’

ଗାଙ୍ଗଟକ୍‌,୧୫।୬: ଭଗବାନ କୃଷ୍ଣଙ୍କୁ ମା’ ଦେବକୀ ଜନ୍ମ ଦେଇଥିଲେ କିନ୍ତୁ ତାଙ୍କୁ ମାତୃତ୍ୱର ସ୍ନେହ ଯଶୋଦାଙ୍କଠାରୁ ମିଳିଥିଲା। ତେବେ ବିଶ୍ୱ ମହାମାରୀରେ କିଛି ଏଭଳି କାହାଣୀ...

ବଦଳି ଗଲାଣି କି ରାହୁଲଙ୍କ ଲୁକ୍‌

ନୂଆଦିଲ୍ଲୀ,୧୯।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତାଙ୍କ ଲୁକ୍‌ରେ ପରିବର୍ତ୍ତନ କରିଥିବା ଆଲୋଚନା ହେଉଛି। ସେ ତାଙ୍କ ନୂଆ ଲୁକ୍‌ରେ ଯୁବକ ବଦଳରେ ଟିକେ...

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୁଣି ଚା’ ଚର୍ଚ୍ଚା: କପ୍‌ ଧରିଲେ ହରିବଂଶ

ନୂଆଦିଲ୍ଲୀ, ୨୨।୯: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏପରିସ୍ଥଳେ ମୌସୁମୀ ଅଧିବେଶନରେ ରାଜ୍ୟ ସଭାରେ ହୋଇଥିବା ହଙ୍ଗାମାରେ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ପରେ ଘଟଣା...

Advertisement
Archives

Model This Week