ଯନ୍ତ୍ରଣା କମ୍‌ କରିବା ପାଇଁ ଅପରାଧିଙ୍କୁ ଦିଆଗଲା ନାଇଟ୍ରୋଜେନ ଗ୍ୟାସରେ ମୃତ୍ୟୁଦଣ୍ଡ, ବିଶ୍ୱରେ ପ୍ରଥମ

ଆଲବାମା,୨୬।୧: ଆମେରିକା ଆଲବାମା ରାଜ୍ୟରେ କେନେଥ ସ୍ମିଥ ନାମକ ଜଣେ ହତ୍ୟାକାରୀଙ୍କୁୁ ନାଇଟ୍ରୋଜେନ ଗ୍ୟାସ ସାହାଯ୍ୟରେ ମୃତ୍ୟୁଦଣ୍ଡ ଦିଆଯାଇଛି। ଅପରାଧିଙ୍କୁ ଦିଆଯାଉଥିବା ମୃତ୍ୟୁଦଣ୍ଡରେ ଯନ୍ତ୍ରଣା କମ କରିବାକୁ ଅନେକ କୌଶଳ ଅବଲମ୍ବନ କରାଯାଉଥିଲା ହେଲେ ଆମେରିକାରେ ପ୍ରଥମ ଥର ନାଇଟ୍ରୋଜେନ ଗ୍ୟାସ ଦ୍ୱାରା ମୃତ୍ୟୁଦଣ୍ଡ ଯେଉଁଥିଉଁରେ ଯନ୍ତ୍ରଣା କମ ହୋଇପାରିବ। ଏନେଇ ଆଲାବାମା ପ୍ରଶାସକ କହିଛନ୍ତି, ଦୋଷୀକୁ ମୃତ୍ୟୁଦଣ୍ଡ ଦେବାର ଏହା ସବୁଠାରୁ କମ ଯନ୍ତ୍ରଣାମୁକ୍ତ ପଦ୍ଧତି।

ସୂଚନାଥାଉ କି, ମୃତ୍ୟୁଦଣ୍ଡ ପାଇଥିବା ଅପରାଧୀ କେନେଥ ସ୍ମିଥ ୧୯୮୮ରେ ଭଡ଼ା ବଦଳରେ ୪୫ ବର୍ଷୀୟ ଏଲିଜାବେଥ ସେନେଟଙ୍କୁ ହତ୍ୟା କରିଥିଲେ । ଜେଲରେ ଥିବା ଅବସ୍ଥାରେ ୨୦୨୨ରେ ତାଙ୍କୁ ଲେଥାଲ ଇଞ୍ଜେକ୍ସନ ଦେଇ ମାରିବାକୁ ଚେଷ୍ଟା କରାଯାଇଥିଲା । ହେଲେ ସେ ବଞ୍ଚିଯାଇଥିଲେ । ପରେ ୨୦୧୮ରେ ଅଲବାମା, ଓକ୍ଲାଖୋମା ଓ ମିସିସିପିରେ ନାଇଟ୍ରୋଜେନ ଦ୍ୱାରା ମୃତ୍ୟୁଦଣ୍ଡ ଦେବାକୁ ସରକାରୀ ଅନୁମତି ମିଳିଥିଲା । ହେଲେ କୌଣସି ମୃତ୍ୟୁଦଣ୍ଡ ଦିଆଯାଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ...

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri