ବିଜେଡି ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ: ଭାଜପା

ଭୁବନେଶ୍ୱର, ୨।୨(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡିକୁ ହାରିଯିବା ଭୟ ଘାରିଛି ା ହତାଶ ହୋଇ ବିଜେଡି ବିରୋଧୀଙ୍କ ପ୍ରତି ହିଂସାପରାୟଣ ହୋଇପଡ଼ିଛି ବୋଲି ଭାଜପାର ଏକ ପ୍ରତିନିଧି ଦଳ ମଙ୍ଗଳବାର ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଭାଜପା ପ୍ରତିନିଧି ଦଳ କହିଛି, ନିର୍ବାଚନରେ ହାରିବାର ଭୟ, ଶାସନ କ୍ଷମତାର ଅହଂକାର ଏବଂ ଅପର୍ଯ୍ୟାପ୍ତ ଅର୍ଥବଳର ଦୁରୁପଯୋଗ କରିବା ସହିତ ହିଂସାକାଣ୍ଡ ଭଳି ନିଷ୍ଠୁର ପଦକ୍ଷେପ ନେବାକୁ ବିଜେଡି ପଛାଉନାହିଁ। ୨୦୧୭ ପଞ୍ଚାୟତ ନିର୍ବାଚନରେ ରକ୍ତମୁଖା ସାଜି ବିରୋଧୀଙ୍କୁ ନିର୍ମମ ଭାବେ ହତ୍ୟା କରାଇଥିବା ବିଜେଡି ଚଳିତ ପଞ୍ଚାୟତ ନିର୍ବାଚନରେ ମଧ୍ୟ ରକ୍ତମୁଖା ସାଜିଛି ା ରାଜ୍ୟ ନିର୍ବାଚନ କମିଶନଙ୍କ ନୀରବତା ଅବାଧ ପଞ୍ଚାୟତ ନିର୍ବାଚନ ହେବାକୁ ନେଇ ସାଧାରଣରେ ଚିନ୍ତାର କାରଣ ସାଜିଛି ବୋଲି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି ା ରାଜ୍ୟ ନିର୍ବାଚନ କମିଶନ ତୁରନ୍ତ ପ୍ରମାଣ ସହ ଆଚରଣବିଧି ଉଲ୍ଲଂଘନର ପ୍ରମାଣ ଦେଉଥିବା ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri