Posted inଜାତୀୟ

ସରକାର ଭାଙ୍ଗିବା ପାଇଁ ଇସ୍ତଫା ଦେଇଥିବା ବିଧାୟକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସରକାର ଭାଙ୍ଗିବା ପାଇଁ ଇସ୍ତଫା ଦେଇଥିବା ବିଧାୟକଙ୍କୁ ୫ବର୍ଷ ପାଇଁ ନିର୍ବାଚନରେ ନିଷିଦ୍ଧ ଘୋଷଣା କରିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ମଧ୍ୟପ୍ରଦେଶର କଂଗ୍ରେସ ନେତା ଜୟା ଠାକୁର ଏହି ପ୍ରସଙ୍ଗରେ ଏକ ପିଟିଶନ ଦାଖଲ କରିଥିଲେ।
ତେବେ ଏ ବିଷୟରେ ପ୍ରଧାନ ବିଚାରପତି କହିଛନ୍ତି ଯେ, ବିଧାୟକ ଭାବରେ ନିର୍ବାଚିତ ହେବା ପୂର୍ବରୁ କେଉଁ କେଉଁ ଅଯୋଗ୍ୟତାକୁ ପ୍ରାସଙ୍ଗିକତା କରାଯିବ ସେ ବିଷୟରେ ଧାରା ୧୯୧ରେ ଉଲ୍ଲେଖ ହୋଇଛି। ଆମେ ଆମ ପକ୍ଷରୁ ଏକ ନୂତନ ନିୟମ କରିପାରିବୁ ନାହିଁ ।
ମଧ୍ୟପ୍ରଦେଶର କଂଗ୍ରେସ ନେତା ଜୟା ଠାକୁର ଏହି ପ୍ରସଙ୍ଗକୁ ସୁପ୍ରିମକୋର୍ଟରେ ଅନେକ ଥର ଉଠାଇଛନ୍ତି। ୨୦୨୧ରେ ସରକାରଙ୍କୁ ଭାଙ୍ଗିବା ଲକ୍ଷ୍ୟରେ ଇସ୍ତଫା ଦେଇଥିବା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜୟା କୋର୍ଟରେ ଆବେଦନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri