Posted inରାଜ୍ୟ

ଓଡ଼ିଶାରେ ହେବନାହିଁ ମେଣ୍ଟ: ମନମୋହନ ସାମଲ

ଭୁବନେଶ୍ୱର,୧ା୩: ଶୁକ୍ରବାର ରାତି କିମ୍ବା ଶନିବାର ସୁଦ୍ଧା ଭାଜପାର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଆସିବ। ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଏପରି କହିଛନ୍ତି ଭାଜପା ସଭାପତି ମନମୋହନ ସାମଲ। ଏହା ସହିତ ଗତ କିଛି ଦିନ ହେବ ଚର୍ଚ୍ଚାରେ ବିରାମ ଦେଇ ଓଡ଼ିଶାରେ ମେଣ୍ଟ ହେବନାହିଁ ବୋଲି କହିଛନ୍ତି।

ରାଜ୍ୟରେ ଭାଜପା ଲୋକସଭାରେ ୨୧ ଓ ବିଧାନସଭାରେ ୧୪୭ ଆସନରେ ଲଢ଼ିବ। ରାଜ୍ୟର ସବୁ ଆସନରେ ସମସ୍ତଙ୍କୁ ପରିଶ୍ରମ କରିବାକୁ କୁହାଯାଇଛି। ମେଣ୍ଟ ହେବ ବୋଲି କିଏ ଗୁଜବ କରୁଛି ଜଣା ନାହିଁ। ଗୁଜବର କିଛି ହାତ ଗୋଡ ନାହିଁ। କେନ୍ଦ୍ରୀୟ ପାର୍ଲାମେଣ୍ଟ କମିଟି ଓ ସିଇସି ପ୍ରାର୍ଥୀ ତାଲିକା ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri