Posted inଜାତୀୟ

କୌଣସି ଭାଜପା ନେତାଙ୍କର ଆତଙ୍କବାଦୀ ଆକ୍ରମଣରେ ହୋଇନାହିଁ ମୃତ୍ୟୁ: ସିଦ୍ଦାରାମାୟା…

ବେଙ୍ଗାଲୁରୁ,୨୧।୫ : କର୍ନାଟକର ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଆତଙ୍କବାଦ ଉପରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ଆଜି ପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣରେ କୌଣସି ଭାଜପା ନେତାଙ୍କର ମୃତ୍ୟୁ ହୋଇନାହିଁ। ଭାଜପା କହୁଛି ଆମେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଛୁ। କିନ୍ତୁ ଆମର କଂଗ୍ରେସ ନେତା ଇନ୍ଦିରା ଗାନ୍ଧୀ ଏବଂ ରାଜୀବ ଗାନ୍ଧୀ ଉଭୟ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ସେମାନେ ଦେଶ ପାଇଁ ବଳିଦାନ ଦେଇଛନ୍ତି।

ଭାଜପା ଦେଶ ପାଇଁ କ’ଣ କରିଛି। ଦେଶର ସ୍ବାଧୀନତାରେ ଭାଜପାର କୌଣସି ଅବଦାନ ନାହିଁ। ଏହି ଦଳ କେବଳ ମିଛ କହି ଭୋଟ ହାତେଇଥାଏ। ଦେଶର ଜନସାଧାରଣଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଈ ଠକିବା ଭାଜପାର କାମ। ଅପରପକ୍ଷରେ କଂଗ୍ରେସ ଦଳ ସ୍ବାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ଦେଶର ବିକାଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବଳିଦାନ ଦେଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri