ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ ଯେଭଳି ନ ଯିବେ, ସେଥିପାଇଁ କଟକଣା ଲଗାଯାଇଛି। ଏଥିସହ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ଜିଲାପାଳ ବଲଓ୍ବନ୍ତ ସିଂ ପୁରୀବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର-ତିଲେଇବଣି ରାସ୍ତାକାମ ନିମ୍ନମାନର

ସମ୍ବଲପୁର,୫।୧(ବ୍ୟୁରୋ): ୫୩ନଂ. ଜାତୀୟ ରାଜପଥର ସମ୍ବଲପୁର-ତିଲେଇବଣି ଚାରିଥାକିଆ ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ବରୁ ପୁଞ୍ଜିଲେଡ କମ୍ପାନୀ ଏହି କାମ ନେଇଥିବାବେଳେ ବିଭିନ୍ନ କାରଣରୁ ବନ୍ଦ କରିଦେଇଥିଲା।...

ଚୁମ୍ବକମ୍ୟାନ ରାଜେନ୍ଦ୍ର

ସଜନାଗଡ଼, ୧୩।୬ (ଡି.ଏନ.ଏ.)-ତାଙ୍କ ଦେହରୁ ବାହାରୁଛି ଚୁମ୍ବକୀୟ ଶକ୍ତି। ଶରୀରରେ ଷ୍ଟିଲ ଚାମଚ, କଏନ ଯାହା ଲଗାଇଲେ ସେସବୁ ଲାଖି ରହୁଛି। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ...

ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ

ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ...

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୨୦ ନଂ ଜୋନ ଜିଲାପରିଷଦର ବିଜେଡି ପ୍ରାର୍ଥୀ ତଥା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ନିର୍ବାଚନ...

ଜିଲାରେ କମିଛି ଡେଙ୍ଗୁ ପ୍ରକୋପ

ଢେଙ୍କାନାଳ ଅଫିସ, ୧୬।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ମଙ୍ଗଳବାର ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)...

କୁମ୍ଭୀରଭରା ନଦୀରେ ପେଟ ପାଇଁ ଜୀବନ ବିପଦ

ମହାକାଳପଡ଼ା,୧୧।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀଗୁଡିକରୁ ବାଗଦା ଚିଙ୍ଗୁଡ଼ି ଯାଅଁାଳ (ପିନ୍‌ ସଦୃଶ)କୁ ମହିଳାମାନେ ସଂଗ୍ରହ କରିଥାନ୍ତି। ସମୁଦ୍ର ଜଳ...

ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା...

ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା

ବରଗଡ଼ ଅଫିସ୍‌,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ...

Advertisement
Archives

Model This Week