ଘାରୁଛି ଭୟ: ୫ ପଞ୍ଚାୟତର ଜଣେ ବି ପ୍ରାର୍ଥୀ କରିନାହାନ୍ତି ନାମାଙ୍କନ ଦାଖଲ

ଦେବଗଡ଼,୨୧।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଳେଇବଣି ବ୍ଲକର ୫ ଟି ପଞ୍ଚାୟତରେ ନାମାଙ୍କନ ପତ୍ର ଦାଖଲ ହୋଇନାହିଁ। ୱାର୍ଡସଭ୍ୟ, ସରପଞ୍ଚ ଏବଂ ସମିତିସଭ୍ୟ ପାଇଁ ଜଣେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରି ନାହାନ୍ତି। ପାରପୋଷି, ଝରାଗୋଗୁଆ, ଝାରମୁଣ୍ଡା, ଗଣ୍ଡମ, ଦିମିରିକୁଦା ପଞ୍ଚାୟତରେ ନାମାଙ୍କନପତ୍ର ଦାଖଲ ହୋଇନାହିଁ। ମୋବାଇଲ ନେଟୱାର୍କ ସମସ୍ୟା ଯୋଗୁ ପୂର୍ବରୁ ସ୍ଥାନୀୟ ବାସିନ୍ଦା ଭୋଟ ବର୍ଜନ ନିଷ୍ପତ୍ତି ନେଇଥିଲେ। ନାମାଙ୍କନପତ୍ର ଦାଖଲ କଲେ ପଞ୍ଚାୟତ ବିରୋଧୀ ଘୋଷଣା କରିବା ନେଇ ଚେତାବନୀ ଦିଆଯାଇଥିଲା। ପଞ୍ଚାୟତ ବିରୋଧୀ ଭୟ ଯୋଗୁ ଜଣେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିନାହାନ୍ତି। ଏହି ସବୁ ପଞ୍ଚାୟତରେ ପ୍ରାର୍ଥିପତ୍ର ଦାଖଲ ହୋଇ ନ ଥିବା ତିଳେଇବଣି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା...

ଆଜି ୮ ଜୀବନ ନେଲା କରୋନା

ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଅସହାୟଙ୍କୁ ସହାୟ ହୁଅ- ଭିଡିଓ କନ୍‌ଫରେନ୍ସରେ ଭାଜପା ନେତାଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ, ୧୩।୪- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍‌ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।...

ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ...

ମଲ୍‌, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ...

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ: ସରିଛି ୯୨ କି.ମି. ବାକି ରହିଛି ୧୯୭

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ପ୍ରସ୍ତାବିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ମୋଟ ଦୈର୍ଘ୍ୟ-୨୮୯ କିଲୋମିଟର। ତନ୍ମଧ୍ୟରୁ ଏଯାବତ୍‌ ୯୨ କି.ମି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇପାରିଛି। ଆହୁରି ୧୯୭ କି.ମି...

ମନ୍ଦିରରେ ପୂଜା ପାଉଛନ୍ତି କବି କାଳିଦାସ

କେନ୍ଦ୍ରାପଡ଼ା ଅଫିସ, ୧୯ା୪:ବିଶିଷ୍ଟ ସଂସ୍କୃତ କବି କାଳିଦାସ ଓଡ଼ିଶାର ଘରେ ଘରେ ପରିଚିତ। ତାଙ୍କ ରଚିତ ସାହିତ୍ୟକୃତି ତାଙ୍କୁ ବିଶ୍ୱ ଦରବାରରେ ପରିଚିତ କରାଇପାରିଛି। ତେବେ...

କୃଷକ ଦିବସ ସମାରୋହ ଗୋଟିଏ ପଞ୍ଚାୟତରେ ସୀମିତ

ରସୁଲପୁର,୨୫।୪: (ଡି.ଏନ.ଏ.) ଅକ୍ଷୟ ତୃତୀୟା ଅବସରରେ ରସୁଲପୁର ବ୍ଲକ କୃଷି ବିଭାଗ ପକ୍ଷରୁ କୃଷକ ଦିବସ ସମାରୋହ ଉକ୍ତ ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ଚିତ୍ରକୂଳ...

Advertisement
Archives

Model This Week