Posted inଜାତୀୟ

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ମୋ ବିରୋଧରେ କୌଣସି ମାମଲା ନାହିଁ: ଜଗଦୀଶ୍‌ ଟାଇଟଲର…

ନୂଆଦିଲ୍ଲୀ,୧୯।୧୨ : ଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟରେ ସୋମବାର ’ଭାରତ ଯୋଡା ଯାତ୍ରା’ର ପ୍ରସ୍ତୁତି ସମ୍ପର୍କରେ ଦଳର ଏକ ବୈଠକ ଡକାଯାଇଥିଲା। ଏଥିରେ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଜଗଦୀଶ ଟାଇଟଲର ମଧ୍ୟ ଯୋଗ ଦେଇଥିଲେ। ଭାରତ ଯୋଡୋ ଯାତ୍ରା ବିଷୟରେ ଟାଇଟଲର ଗଣମାଧ୍ୟମକୁ କହିଛନ୍ତି ଯେ ଆମେ ଏଥିରେ ଭାଗ ନେବୁ କାରଣ ରାହୁଲ ଗାନ୍ଧୀ ଯାହା କରୁଛନ୍ତି ତାହା ସପକ୍ଷରେ ଆମେ ରହିଛୁ। ସେଥିପାଇଁ ଆମେ ଏକ ବହୁ ସଂଖ୍ୟାରେ ଏଥିରେ ଯୋଗ ଦେଉଛୁ।

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ତାଙ୍କ ନାମ ଥିବା ବିଷୟରେ ଯେତେବେଳେ ତାଙ୍କୁ ପଚରାଗଲା, ଟାଇଟଲର କହିଛନ୍ତି, ମୋ ବିରୁଦ୍ଧରେ ଏଫଆଇଆର ଅଛି କି? ସିବିଆଇ ମୋତେ କ୍ଲିୟରାନ୍ସ ମଧ୍ୟ ଦେଇଛି। କିଛି ଲୋକ କେବଳ ରାଜନୀତି କରୁଛନ୍ତି। ହଁ, ଭାରତ ଯୋଡୋ ଯାତ୍ରାରେ ଯୋଗଦେବି ଏବଂ ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ମୁଁ ପାର୍ଟିରେ ରହିବି।

୨୦୨୭ ମସିହାରେ ଗୁଜୁରାଟରେ ଆମ ଆଦମୀ ପାର୍ଟି ସରକାର ଗଠନ କରିବା ନେଇ ପ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଦାବି ଉପରେ ଟାଇଟଲର କହିଛନ୍ତି ଯେ ତାଙ୍କୁ କହିବାକୁ ଦିଅନ୍ତୁ। ଆମେ ଜାଣୁ ଯେ ରାହୁଲ ଗାନ୍ଧୀଙ୍କ କାର୍ଯ୍ୟକ୍ରମରେ ସମଗ୍ର ଦେଶ କାମ କରୁଛି। ଇନ୍ଦିରା ଗାନ୍ଧୀଙ୍କ ସମୟରେ କ’ଣ ଘଟିଛି ଆମେ ଦେଖିଛୁ ଏବଂ ବର୍ତ୍ତମାନ ତାହା ପୁଣି ଘଟୁଛି । ଲୋକମାନେ ରାହୁଲଙ୍କ ସହିତ କାର୍ଯ୍ୟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri