ସୁଶାନ୍ତଙ୍କ ଆତ୍ମହତ୍ୟାର ହେବ ନାହିଁ ସିବିଆଇ ଯାଞ୍ଚ୍‌: ସୁପ୍ରିମ୍‌କୋର୍ଟ

ମୁମ୍ବାଇ, ୩୦।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ସିବିଆଇ ଯାଞ୍ଚ୍‌ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତି। ଆତ୍ମହତ୍ୟାର ସିବିଆଇ ଯାଞ୍ଚ୍‌ ହେଉବୋଲି ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ଏଭଳି ରାୟ ଦେଇଛନ୍ତି। ଅଲଖ ପ୍ରିୟାଙ୍କ ପକ୍ଷରୁ ମାମଲାର ସିବିଆଇ ଯାଞ୍ଚ୍‌ ପାଇଁ ଏକ ଆବେଦନ ଦାଖଲ କରାଯାଇଥିଲା। ତେବେ ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଏହି ମାମଲାରେ ଆବେଦନକାରୀଙ୍କର କୌଣସି ନିହିତ ଉଦ୍ଦେଶ୍ୟ ନାହିଁ। ଏହି ମାମଲା ବମ୍ବେ ହାଇକୋର୍ଟ ଯିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଜଣେ ବ୍ୟକ୍ତି ଭଲ ଅବା ଖରାପ ଥିଲେ ତାହାର କୌଣସି ସମ୍ପର୍କ ଏହି ମାମଲାରେ ଜଡ଼ିତ କରାଯିବା ଅନାବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ...

ଥାନାରେ ପହଞ୍ଚିଲେ ସୁରଜ ପଞ୍ଚୋଲି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ଘଟଣାକୁ ନେଇ ବିବାଦ ଘେରକୁ ଆସିଛନ୍ତି ସୁରଜ ପଞ୍ଚୋଲି। ଦିଶାଙ୍କ ମୃତ୍ୟୁ ପଛରେ...

ସ୍ବାମୀଙ୍କୁ କ୍ଷମା କରିଦେଲେଣି ଶିଳ୍ପା ! ଭାଇରାଲ ହେଉଛି…

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରା ଅଶ୍ଳୀଳ ଫିଲ୍ମ ମାମଲାରେ ଗିରଫ ହୋଇ ଜେଲରେ ପାଖାପାଖି ଦୁଇ...

‘ଭାଲେନଟାଇନ୍ସ ଡେ’ରେ ପାର୍କରେ ବୁଲିଲେ ଗୋଡ଼ ଭାଙ୍ଗିଦେବୁ’

ଭୋପାଳ,୧୩।୨: ପାର୍କରେ ଭାଲେନଟାଇନ୍ସ ଡେ’ ପାଳୁଥିବା ଦେଖିଲେ, ପ୍ରେମୀ ଯୁଗଳଙ୍କ ଗୋଡ଼ ବାଡେଇ ଭାଙ୍ଗି ଦେବୁ। ମଧ୍ୟପ୍ରଦେଶର ଭୋପାଳରେ ପ୍ରେମୀ ଯୁଗଳଙ୍କ ପାଇଁ ଏଭଳି ଚେତାବନୀ...

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ

ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ...

ଅନ୍‌ଲାଇନରେ ଆଉ ଖେଳି ପାରିବେନି ରମି ଗେମ୍‌, ଏହି ରାଜ୍ୟ ସରକାର ଲଗାଇଲେ ପ୍ରତିବନ୍ଧକ

ଥିରୁଭନନ୍ତପୁରମ,୨୮।୨: ଏବେ ଅନ୍‌ଲାଇନରେ ଆଉ ରମି ଗେମ୍‌ ଖେଳିପାରିବେ ନାହିଁ। ଏନେଇ କେରଳ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଶନିବାର ସରକାର ଏହି ଘୋଷଣା କରିଛନ୍ତି। ଏନେଇ...

କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ପ୍ରଦର୍ଶନ…

ନୂଆଦିଲ୍ଲୀ,୨୬।୧ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା...

ଅଲଗା ହେବାକୁ ଯାଉଛନ୍ତି ଆଉ ଜଣେ କପଲ୍‌

ବି-ଟାଉନରେ ସେଲିବ୍ରିଟିମାନଙ୍କ ସମ୍ପର୍କ କେଉଁଠି ଯୋଡି ହେଉଥିବାବେଳେ ଆଉ କେଉଁଠି ଭାଙ୍ଗୁଥିବା ଖବର ମଧ୍ୟ ଆସିଥାଏ। ନିକଟରେ ଅଭିନେତା ସୋହେଲ ଖାନ ଏବଂ ସୀମା ଖାନଙ୍କ...

Advertisement
Archives

Model This Week