Posted inଜାତୀୟ

ଫେବୃୟାରୀରୁ ହୋଇନି ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଉଲ୍ଲଂଘନ ନ ହେବା ନେଇ ଚୁକ୍ତି ହେବା ପରେ ଫେବୃୟାରୀଠାରୁ ଏଲ୍‌ଓସିରେ ଶାନ୍ତି ବଜାୟ ରହିଥିବା ଭାରତୀୟ ସେନା ମୁଖ୍ୟ ଜେନେରାଲ ଏମ୍‌. ଏମ୍‌. ନରଓ୍ବଣେ ସୋମବାର କହିଛନ୍ତି। ଚାଇନା ସହ ସୀମା ବିବାଦକୁ ଆଲୋଚନା ମାଧ୍ୟମରେ ଏହାର ସମାଧାନ କରାଯିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଅଷ୍ଟ୍ରେଲିଆ ସେନା ପକ୍ଷରୁ ଆୟୋଜିତ ଏକ ସେମିନାରକୁ ସମ୍ବୋଧିତ କରି ନରଓ୍ବଣେ କହିଲେ, ଭାରତ ପାଖରେ ୧୫ ହଜାର କି.ମି.ରୁ ଅଧିକ ଭୂମି ସୀମା ନିକଟରେ ରହିଛି। ପଶ୍ଚିମରେ ପାକିସ୍ତାନ ସହ ଏବଂ ଉତ୍ତର ଓ ପୂର୍ବରେ ଚାଇନା ସହ ସୀମା ବିବାଦ ରହିଛି। ଏହାର ସମାଧାନ କରି ଆଗକୁ ବଢ଼ିବା ପାଇଁ ଭାରତ ଅନେକ ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦ରେ ପ୍ରକାଶିତ ସଂଖ୍ୟାଠାରୁ କରୋନା ମୃତ୍ୟୁ ଅଧିକ, ସରକାରୀ ରିପୋର୍ଟ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ସଂକ୍ରମଣ ଯୋଗୁ ୨୦୨୦ରେ ଘଟିଥିବା ମୃତ୍ୟୁ ସଂଖ୍ୟା ପ୍ରକାଶିତ ସଂଖ୍ୟାଠାରୁ ଅଧିକ ରହିଛି। ଏନେଇ ସଦ୍ୟତମ ସରକାରୀ ରିପୋର୍ଟରେ...

୨ କୋଟିରେ ପେଣ୍ଟିଂ କିଣିବାକୁ ଗାନ୍ଧୀ ପରିବାର ବାଧ୍ୟ କରିଥିଲା

ମୁମ୍ବାଇ/ନୂଆଦିଲ୍ଲୀ,୨୫।୪ : ଖ୍ୟାତନାମା ଚିତ୍ରକର ଏମ୍‌.ଏଫ୍‌. ହୁସେନଙ୍କ ଏକ ପେଣ୍ଟିଂକୁ ୨ କୋଟି ଟଙ୍କାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କଠାରୁ କିଣିବା ପାଇଁ ବାଧ୍ୟ...

ହାତୀକୁ କେହି ବିସ୍ଫୋରକ ଥିବା ସପୁରି ଖାଇବାକୁ ଦେଇ ନାହାଁନ୍ତି: ପରିବେଶ ମନ୍ତ୍ରଣାଳୟ

ପାଟନା,୮।୬: କେରଳରେ ବିସ୍ଫୋରକ ଥିବା ସପୁରି ଖାଇ ଏକ ଗର୍ଭିଣୀ ହାତୀର ମୃତ୍ୟୁ ଘଟିଥିଲା। ଏନେଇ ତଦନ୍ତ କରିବା ପରେ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସୋମବାର...

୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ ପିଏମ୍‌ଏଓ୍ବାଇ-ଜି ଯୋଜନା, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇ ମାର୍ଚ୍ଚ ୨୦୨୧ ପରେ ମଧ୍ୟ...

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର...

ଆମ କୃଷକଙ୍କ ଦାବି ପୂରଣ କର : ଦିଲଜୀତ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକଙ୍କ ସପକ୍ଷରେ ବାହାରିଛନ୍ତି ପଞ୍ଜାବୀ ସିଙ୍ଗର ଓ ଆକ୍ଟର ଦିଲଜୀତ ଦୋସାଞ୍ଜ। ସେ ଶନିବାର ଦିଲ୍ଲୀ-ହରିୟାଣା ସୀମା (ସିଙ୍ଘୁ...

ପ୍ରତିରାଜ୍ୟରେ ପ୍ରତିଷ୍ଠା ହେବ ଏମ୍ସ୍‌: ବୃଦ୍ଧି ହେବ ୧୦,୦୦୦ ପିଜି ମେଡ଼ିକାଲ ସିଟ୍‌

ଋଷିକେଶ, ୧୪।୩: ଜନସାଧାରଣଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଦେଶର ପ୍ରତିରାଜ୍ୟରେ ଏମ୍ସ୍‌ ପ୍ରତିଷ୍ଠା ହେବ। ସେହିପରି ଆଗାମୀ ଦିନରେ ପିଜି ମେଡ଼ିକାଲ ସିଟ୍‌ରେ...

ବିବାହ ପୂର୍ବରୁ ହେବ ଏଚ୍‌ଆଇଭି ପରୀକ୍ଷା: ଗୋଆ ସରକାର

ପଣଜି,୯।୭: ବିବାହକୁ ନେଇ ନୂଆ ନିୟମ ତିଆରି କରିବାକୁ ଯାଉଛନ୍ତି ଗୋଆ ସରକାର। ଏହି ନିୟମ ଅନୁଯାୟୀ ଗୋଆରେ ଯେକୌଣସି ବ୍ୟକ୍ତି ବିବାହ କରିବା ପୂର୍ବରୁ...

Advertisement
Archives

Model This Week