Posted inରାଜ୍ୟ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ, ଆସନ୍ତା ୫ ଦିନ ଯାଏଁ ହେବ ନାହିଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ

ଭୁବନେଶ୍ୱର,୨୫।୧୨: ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଇଥିବାରୁ ତାପମାତ୍ରାରେ ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ। ଏଥିପାଇଁ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗତକାଲି କୋରାପୁଟରେ ସର୍ବନିମ୍ନ ରାତି ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡିରେ ୭, ଉଦୟଗିରିରେ ୭ ଦଶମିକ ୪ ଏବଂ କେନ୍ଦୁଝରରେ ୮ ଦଶମିକ ୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri