Posted inଜାତୀୟ

ରାମମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେନି କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ

ବାରାଣସୀ,୨୫ା୧୨: ରାମମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ନେଇ ପ୍ରତିଦିନ ନୂଆନୂଆ ଖବର ଆସୁଛି। ଆସୁଛି। ୨୨ ଜାନୁୟାରୀ ୨୦୨୪ରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯିବ ନାହିଁ। ଏହାର କାରଣ ମଧ୍ୟ କୁହାଯାଇଛି। ପ୍ରଭୁ ରାମଙ୍କ ସମର୍ପଣ ଅବସରରେ ବହୁ ସଂଖ୍ୟାରେ ଭକ୍ତ ଅଯୋଧ୍ୟାରେ ପହଞ୍ଚିବାର ସମ୍ଭାବନା ଅଛି। ଏପରି ପରିସ୍ଥିତିରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ଜଡ଼ିତ ପ୍ରୋଟୋକଲ ପାଳନ କରିବା ସମ୍ଭବ ନୁହେଁ। ସୁରକ୍ଷା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି ଯେ, ଦେଶର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟପାଳମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆମନ୍ତ୍ରିତ ହେବେ ନାହିଁ। ଆୟୋଜକ ରାଜ୍ୟ ହୋଇଥିବାରୁ କେବଳ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଜ୍ୟପାଳ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri