Posted inଜାତୀୟ

ମହାମେଣ୍ଟରେ ଫାଟ ଅଭିଯୋଗକୁ ଶିନ୍ଦେଙ୍କ ଖଣ୍ଡନ

ମୁମ୍ବାଇ,୨।୩: ମହାରାଷ୍ଟ୍ରର ଶାସକ ମହାମେଣ୍ଟରେ ଫାଟ ଗୁଜବକୁ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଖଣ୍ଡନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଏବଂ ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସହ ତାଙ୍କର ସବୁକିଛି ‘ଥଣ୍ଡା ଥଣ୍ଡା ଏବଂ କୁଲ୍‌ କୁଲ୍‌’ ଚାଲିଛି ବୋଲି ଶିନ୍ଦେ ମିଳିତ ଖବରତାତା ସମ୍ମିଳନୀରେ କହିଛନ୍ତି।

ସମ୍ମିଳନୀରେ ଶିନ୍ଦେଙ୍କ ସହ ଫଡ୍‌ନବିସ୍‌ ଏବଂ ଅଜିତ ପାଓ୍ବାର ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଶିନ୍ଦେ କହିଥିଲେ, ମୋତେ ହାଲୁକା ଭାବେ ନିଅନାହିଁ। ତାଙ୍କର ଏହି ମନ୍ତବ୍ୟରୁ ମହାମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା।

ମେଣ୍ଟରେ ଶୀତଳ ଯୁଦ୍ଧ ଚାଲିଛି କି ବୋଲି ପ୍ରଶ୍ନ ହେବାରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ମଧ୍ୟରେ ଶୀତଳ ଯୁଦ୍ଧ କିପରି ହେବ କହି ଶିନ୍ଦେ ପରିହାସ କରିଛନ୍ତି। ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ନେଇ ଆପଣମାନେ ଯେତେ ଚାଞ୍ଚଲ୍ୟକର ଖବର କରିବାକୁ ଉଦ୍ୟମ କଲେ ବି କିଛି ଯାଏଆସେ ନାହିଁ। ଆମ ମେଣ୍ଟ ଭାଙ୍ଗିବାର ନାହିଁ ବୋଲି ଶିନ୍ଦେ ସ୍ପଷ୍ଟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri