ଏପ୍ରିଲ ମାସରେ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି । ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ୭ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌, ୧୫ ତାରିଖ ମଙ୍ଗଳବାର ଚମ୍ପୁଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୧ ତାରିଖ ସୋମବାର ଝୁମ୍ପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୮ ସୋମବାର ସାହାରପଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲାପାଳ, କେନ୍ଦୁଝରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri