ପଞ୍ଚାୟତ ସମିତି ଅଧକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ସ୍ବତନ୍ତ୍ର ବୈଠକ ବାତିଲ

ନିଶ୍ଚିନ୍ତକୋଇଲି,୧୩।୫(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତି ଅଧକ୍ଷଙ୍କ ଅନାସ୍ଥା ପାଇଁ ମଙ୍ଗଳବାର ଡକାଯାଇଥିବା ସ୍ବତନ୍ତ୍ର ବୈଠକ ବାତିଲ କରାଯାଇଛି। ୫ ଜଣ ସଭ୍ୟା ଅସୁସ୍ଥତା କାରଣ ଦର୍ଶାଯାଇଥିବା ବେଳେ ବୈଠକ ପରିଚାଳନା ଦାୟିତ୍ୱରେ ଥିବା ଅତିରିକ୍ତ ଜିଲାପାଳ ଦେବାଶିଷ ମହାପାତ୍ର ଅସୁସ୍ଥତା ଦର୍ଶାଇଛନ୍ତି। ଫଳରେ ଉପଜିଲାପାଳ ଚିଠିନମ୍ବର 605/13.05.25 ଅନୁଯାୟୀ ବୈଠକକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାତିଲ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ଚାଲିଯିବା ପରେ ଏ କେମିତି ଅବସ୍ଥା! ଖଟ ତଳେ ଲୁଚିଥିଲେ ଟିଏମସି ନେତା, ହଠାତ୍‌ ପହଞ୍ଚିଲା ପୋଲିସ, ଭିଡିଓ ଦେଖନ୍ତୁ…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ହାଇଡ୍ରାମା ଦେଖିବାକୁ ମିଳୁଛି। ବର୍ତ୍ତମାନ କୁଚବିହାର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଗିରଫ ହେବେ ଖାନ୍‌ ସାର? କୋଚିଂ ସେଣ୍ଟରରେ ଫାୟାରିଂକୁ ନେଇ ସୁରକ୍ଷାକର୍ମୀଙ୍କ ସାଂଘାତିକ ଖୁଲାସା

ପାଟନା,୪।୬: ପାଟନାରୁ ଏହି ସମୟର ଏକ ବଡ଼ ଖବର ସାମ୍ନାକୁ ଆସୁଛି, ଯେଉଁଠାରେ ଏଜୁକେଟର ଖାନ ସାର୍‌ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସୂଚନା ଅନୁଯାୟୀ,…

ଘେରିଲେଣି ବିରୋଧି, କହିଲେ ନିଶାନ୍ତ କାହିଁକି ‘ନିରବ’? ମୁଜାଫରପୁର ହସ୍ପିଟାଲ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ପରେ…

ପାଟନା,୪।୬: ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ବିହାରର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ICU ଅଗ୍ନିକାଣ୍ଡରେ ପାଞ୍ଚ ଜଣ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ଅକ୍ଟୋବର ୧ରୁ ଏସବୁ ଗାଡ଼ିକୁ ମିଳିବନି ପେଟ୍ରୋଲ-ଡିଜେଲ କି CNG, ନୂଆ ନିୟମ ଲାଗୁ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର (NCR) ରେ ବାୟୁ ପ୍ରଦୂଷଣ ବିରୋଧରେ ଏକ ର୍ନିଣ୍ଣାୟକ ଏବଂ ବଡ଼ ପଦକ୍ଷେପ ଗ୍ରହଣ କରି ରାଜ୍ୟ ସରକାର ‘No PUCC,…

ଜିତିଲା ଆମେରିକା, ଇରାନ ଉପରେ ଆଉ କରିବ ନାହିଁ ଆକ୍ରମଣ; ମାର୍କୋ ରୁବିଓ କହିଛନ୍ତି: ‘ଅପରେଶନ ଏପିକ ଫ୍ୟୁରି ଶେଷ’

ଓ୍ବାଶିଂଟନ,୪।୬: ଆମେରିକାର ବିଦେଶ ସଚିବ ମାର୍କୋ ରୁବିଓ ବୁଧବାର ପୁଣି ଥରେ ଦାବି କରିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ ହୋଇଛି। ବିପରୀତରେ, ଘାତକ ଆକ୍ରମଣ…

କୋର୍ଟ ମ୍ୟାରେଜ୍‌ କରୁଛନ୍ତି କି? ଜାଣନ୍ତୁ କେତେ ଟଙ୍କା ଖର୍ଚ୍ଚ ହୁଏ…

ନୂଆଦିଲ୍ଲୀ,୪।୬: ଆମ ମଧ୍ୟରୁ ଅନେକ ଲୋକ କୋର୍ଟ ମ୍ୟାରେଜ (Court Marriage) କରିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ, ତେବେ…

ମୃତ୍ୟୁର ୪ ମାସ ପରେ ଖାମେନେଇଙ୍କର ହେବ ଅନ୍ତିମ ସଂସ୍କାର! ବାହାରିବ ପାର୍ଥିବ ଶରୀରର ଶୋଭାଯାତ୍ରା

ତେହରାନ,୪।୬: ହତ୍ୟାର ପ୍ରାୟ ଚାରି ମାସ ପରେ, ଇରାନର ସ୍ବର୍ଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଇରାନର ମଶାଦ ସହରସ୍ଥିତ ଇମାମ ରେଜାଙ୍କ ମଠ ନିକଟରେ…

ଘରେ ଥିଲାବେଳେ ଫାଟିଲା AC, ଆଉ ତାପରେ…

ବଲାଙ୍ଗୀର,୪।୬( ସୁନିଲ କୁମାର ମହାନ୍ତି): ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲା ଏସି ।ଏସିଟି ବ୍ଳାଷ୍ଟ ହେବା ପରେ ଉକ୍ତ ଘରେ ଥିବା ଏକ ଚାରିଚକିଆ ଗାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri