କାଟ ଖାଇଲା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଆସିକା ୧ା୧୧ (ସୁରେନ୍ଦ୍ର ନାଥ ସାହୁ): ଆସିକା ବ୍ଲକ୍‌ ଅନ୍ତର୍ଗତ ଜୟପୁର ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀ ବେହେରାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବର ଆଲୋଚନା ଓ ମତଦାନ ଲାଗି ଶୁକ୍ରବାର ଧାର୍ଯ୍ୟ ହୋଇଥିଲା। ପୂର୍ବାହ୍ନ ୧୧ଟାରେ ଏହା ଆଗତ କରାଯାଇଥିଲେ ମଧ୍ୟ ନର୍ଦ୍ଧିଷ୍ଟ ସମୟସମୀମା ମଧ୍ୟରେ ଆବଶ୍ୟକୀୟ କୋରମ୍‌ ଅଭାବରୁ ଏହି ଅନାସ୍ଥା ପ୍ରସ୍ତାବ କାଟ ଖାଇଥିବା ଜଣାପଡିଛି। ପଞ୍ଚାୟତର ସମୁଦାୟ ୧୯ଜଣ ୱାର୍ଡ ସଭ୍ୟଙ୍କ ମଧ୍ୟରୁ ମାତ୍ର ୧୧ଜଣ ଓ ସରପଞ୍ଚ ଏହି ବୈଠକରେ ଉପସ୍ଥିତ ଥିଲେ। ତେବେ ଆବଶ୍ୟକ କୋରମ୍‌ ଲାଗି ୧୪ଜଣଙ୍କ ଉପସ୍ଥିତିର ଆବଶ୍ୟକତା ରହିଥିଲା ବେଳେ ସରପଞ୍ଚଙ୍କ ସମେତ ମାତ୍ର ୧୨ଜଣଙ୍କ ଉପସ୍ଥିତି ଯୋଗୁ ନିର୍ବାଚନ ଅଧିକାରୀ ଅନାସ୍ଥା ପ୍ରସ୍ତାବକୁ ରଦ୍ଧ କରିଥିବା ଜଣାପଡ଼ିଛି। ଆସିକା ତହସିଲଦାର ସଙ୍ଗୀତା ସେନ୍‌ ନିର୍ବାଚନ ଅଧିକାରୀ ଭାବେ ରହିଥିଲା ବେଳେ ବିଡିଓ ଲିପିନା ଦାଶ ସଂଯୋଜକ ଏବଂ ଅତିରିକ୍ତ ତହସିଲଦାର ସୌଦାଗର ବେହେରା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ଉପସ୍ଥିତ ଥିଲେ। ଡିପିଡିଓ ରାଜଶ୍ରୀ ସାହୁ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ଭୂୟାଁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କୋଟିନଡା ଥାନା ଅଧିକାରୀ ଦାମୋଦର ବିହାରୀଙ୍କ ନେତୃତ୍ୱରେ ୨ ପ୍ଲାଟୁନ୍‌ ପୋଲିସ ଶାନ୍ତି ମୁତୟନ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?