ଛତ୍ରପୁର, ଗଞ୍ଜାମ ଏନ୍‌ଏସିରେ ଆସିପାରେ ଅନାସ୍ଥା

ଛତ୍ରପୁର,୧୨ା୮(ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲାର ଛତ୍ରପୁର ଓ ଗଞ୍ଜାମ ଏନ୍‌ଏସିରେ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିପାରେ ବୋଲି ଚର୍ଚ୍ଚା ହେଉଛି। ନିର୍ବାଚନ ପରେ ରାଜ୍ୟରେ ଗୋଟିଏ ପରେ ଗୋଟିଏ ଏନ୍‌ଏସି ଓ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ବିଜେଡି କାଉନସିଲରମାନଙ୍କ ପକ୍ଷରୁ ଅନାସ୍ଥା ଅଣାଯାଉଛି। ତେଣୁ ଭାଜପାରୁ ବିଧାୟକ ନିର୍ବାଚିତ ହୋଇଥିବା ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର ଏନ୍‌ଏସିରେ ଭାଜପା ଅଧ୍ୟକ୍ଷା ଓ ଗଞ୍ଜାମ ଏନ୍‌ଏସିରେ ସ୍ବାଧୀନରୁ ଭାଜପାରେ ସାମିଲ ହୋଇଥିବା ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆସିବା ସମ୍ଭାବନା ରହିଥିବା ଆଲୋଚନା ହେଉଛି। ଏହି ୨ ଏନ୍‌ଏସିରେ ବିଜେଡିର କାଉନସିଲରଙ୍କ ସଂଖ୍ୟା ଅଧିକ ରହିଛି।
ଲୋକଙ୍କ ଦ୍ୱାରା ସିଧାସଳଖ ନିର୍ବାଚିତ ହୋଇଥିଲେ। ଅନାସ୍ଥା ପାଇଁ ଦୁଇ ତୃତୀୟାଂଶ କାଉନସିଲରଙ୍କ ସମର୍ଥନ ଆବଶ୍ୟକ। ଉଭୟ ଏନ୍‌ଏସିରେ ବିଜେଡିର ଦୁଇ ତୃତୀୟାଂଶ କାଉନସିଲର ଅଛନ୍ତି। ୧୪ ଓ୍ବାର୍ଡକୁ ନେଇ ଗଠିତ ଛତ୍ରପୁର ଏନଏସିରେ ବିଜେଡିରୁ ୧୦ ଜଣ, ଭାଜପାରୁ ୩ ଜଣ ଓ ଜଣେ ସ୍ବାଧୀନ ଭାବେ କାଉନସିଲର ହୋଇଛନ୍ତି। ସ୍ବାଧୀନ କାଉନସିଲର ପରବର୍ତ୍ତୀ ସମୟରେ ବିଜେଡିରେ ସାମିଲ ହୋଇଛନ୍ତି। ସେହିପରି ଗଞ୍ଜାମ ଏନଏସି ୧୨ଟି ୱାର୍ଡକୁ ନେଇ ଗଠିତ। ସେଥିମଧ୍ୟରୁ ବିଜେଡିର ୧୧ଜଣ ଓ ଜଣେ ସ୍ବାଧୀନ କାଉନସିଲର ରହିଛନ୍ତି। ଦୁଇ ଏନ୍‌ଏସିରେ ବିଜେଡି କାଉନସିଲରଙ୍କ ସଂଖ୍ୟାଗରିଷ୍ଠତା ରହିଛି। ତେବେ ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଉଭୟ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ମଧ୍ୟ ଅନାସ୍ଥା ଆସିବାର ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri