Posted inଜାତୀୟ

ନିକଟ ଭବିଷ୍ୟତରେ ଶାନ୍ତିର ସୂର୍ଯ୍ୟ ଉଦୟ ହେବ: ମଣିପୁର ଉପରେ ପ୍ରଧାନମନ୍ତ୍ରୀଙ୍କ ବୟାନ

ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆମେ ମଣିପୁର ବିଷୟରେ ଆଲୋଚନା କରିବାକୁ ସର୍ବଦା ପ୍ରସ୍ତୁତ, କିନ୍ତୁ ବିରୋଧୀ ଦଳ ପଳାୟନ ଜାରି ରଖିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ବିଷୟରେ ବୁଧବାର କୌଣସି ରାଜନୀତି ନକରି ଦୁଇ ଘଣ୍ଟା ଧରି ଲୋକ ସଭାରେ ବିସ୍ତୃତ ଭାବରେ କହିଛନ୍ତି। ସରକାର ଏବଂ ଦେଶର ଚିନ୍ତା ବ୍ୟକ୍ତ କରିଥିଲେ। ଏଥିରେ ଜନସାଧାରଣଙ୍କୁ ସଚେତନ କରାଇବାକୁ ଏକ ପ୍ରୟାସ କରାଯାଇଥିଲା । ଏଥିରେ ମଣିପୁରବାସୀଙ୍କୁ ବିଶ୍ୱାସର ବାର୍ତ୍ତା ପହଞ୍ଚାଇବାକୁ ଗୃହ ଦ୍ୱାରା ଏକ ପ୍ରୟାସ କରାଯାଇଥିଲା। ଦେଶର ଉନ୍ନତି ତଥା ମଣିପୁରର ସମସ୍ୟା ପାଇଁ ଏକ ବାଟ ଖୋଜିବା ପାଇଁ ଏକ ଆନ୍ତରିକ ଉଦ୍ୟମ ହୋଇଥିଲା, କିନ୍ତୁ ସେମାନଙ୍କର ରାଜନୀତି ବ୍ୟତୀତ ସେମାନଙ୍କର ଆଉ କିଛି କରିବାର ନାହିଁ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି , ମଣିପୁରକୁ ନେଇ କୋର୍ଟର ଏକ ନିଷ୍ପତ୍ତି ଆସିଛି। ଏହାର ସପକ୍ଷରେ ତଥା ବିରୋଧରେ ପରିସ୍ଥିତି ଯାହା ହେଉନା କାହିଁକି ହିଂସା ସମୟ ଆରମ୍ଭ ହୋଇଥିଲା। ଅନେକ ପରିବାର ଏଥିରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ମହିଳାଙ୍କ ବିରୋଧରେ ଗୁରୁତର ଅପରାଧ ହୋଇଛି। ଏହି ଅପରାଧ କ୍ଷମା ଯୋଗ୍ୟ ନୁହେଁ । ଦୋଷୀମାନଙ୍କୁ କଠୋର ଦଣ୍ଡ ଦିଆଯିବା ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ମୁଁ ଜନସାଧାରଣଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ, ଯେଉଁ ଆଲୋକ ସହିତ ପ୍ରୟାସ ଚାଲିଛି, ନିକଟ ଭବିଷ୍ୟତରେ ଶାନ୍ତିର ସୂର୍ଯ୍ୟ ଉଦୟ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri