୫ ଓ୍ବାର୍ଡ କଂଗ୍ରେସ ଶୂନ୍ୟ

ଭୁବନ, ୧୦ା୩(ଡି.ଏନ୍‌.ଏ.): ଭୁବନ ଏନ୍‌ଏସିରେ ନାମାଙ୍କନ ପତ୍ର ଯାଞ୍ଚ ପରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ପୂର୍ବରୁ ୧୦ନଂ. ଓ୍ବାର୍ଡରେ ଦଳ ପ୍ରାର୍ଥୀ ଦେଇ ନ ଥିବାବେଳେ ଯାଞ୍ଚ ପ୍ରକ୍ରିୟାରେ ୪ ଜଣ ଦଳୀୟ କାଉନ୍‌ସିଲର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଯାଇଛି। ଫଳରେ ଚଳିତ ପୌର ନିର୍ବାଚନରେ ୫ଟି ଓ୍ବାର୍ଡ କଂଗ୍ରେସ ଶୂନ୍ୟ ରହିଛି। ଏସବୁ ଓ୍ବାର୍ଡରେ ବିଜେଡି-ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଅପରପକ୍ଷେ ୭ ନଗରପାଳ ପ୍ରାର୍ଥୀଙ୍କ ପ୍ରାର୍ଥତ୍ତ୍ୱ କାଏମ ରହିଛି। ଭୁବନ ଏନ୍‌ଏସିର ୧୫ଟି ୱାର୍ଡରୁ କାଉନ୍‌ସିଲର ପଦବୀରେ ମୋଟ ୪୪ଟି ନାମାଙ୍କନ ଦାଖଲ ହୋଇଥିଲା। ବିଭିନ୍ନ କାରଣରୁ ୧ନଂ. ଓ୍ବାର୍ଡର ଚନ୍ଦନ ସେଠୀ, ୫ନଂ. ଓ୍ବାର୍ଡର ଟୁକୁନା ସାହୁ , ୭ନଂ. ଓ୍ବାର୍ଡର ସୁକାନ୍ତ ସାହୁ, ୧୫ନଂ. ଓ୍ବାର୍ଡର ଲିଲି ନାଏକଙ୍କ ପ୍ରାର୍ଥିପତ୍ର ଯାଞ୍ଚରେ କଟିଯାଇଛି। ସମ୍ପୃକ୍ତ ୪ଜଣ କଂଗ୍ରେସ ପକ୍ଷରୁ ନାମାଙ୍କନ ଦାଖଲ କରିଥିଲେ। ସୂଚନାଯୋଗ୍ୟ, ଗତ ନିର୍ବାଚନରେ ଲିଲି ୧ନଂ. ଓ୍ବାର୍ଡର କାଉସିଲର ଭାବେ ବିଜୟୀ ହୋଇଥିଲେ। ତେବେ ଚଳିତ ନିର୍ବାଚନରେ ପ୍ରାର୍ଥିପତ୍ର ନାକଚ ହୋଇଯିବାରୁ ସେ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri