ଅଧ୍ୟକ୍ଷା ପଦବୀ ଦୌଡ଼ରେ ପ୍ରତିଦ୍ୱନ୍ଦ୍ୱିତା ନାହିଁ

କର୍ଲାମୁଣ୍ଡା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ପଦବୀ ଦୌଡ଼ରେ ଜଣେ ମାତ୍ର ପ୍ରାର୍ଥୀ ରହିଛନ୍ତି। ଫଳରେ ଗଜବାହଲ ପଞ୍ଚାୟତ ସମିତି ସଭ୍ୟା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷା କୁନି ସାହୁ ପୁଣି ବ୍ଲକ ଅଧ୍ୟକ୍ଷା ହେବା ଗୋଟିଏ ପ୍ରକାର ନିଶ୍ଚିତ ହୋଇଯାଇଛି।

ଅବଶ୍ୟ ବ୍ଲକ ରେ ଥିବା ୧୨ଜଣ ସମିତି ସଭ୍ୟାସଭ୍ୟଙ୍କ ମଧ୍ୟରୁ ତାଙ୍କ ସମର୍ଥନରେ ଥିବା ୧୦ ଜଣଙ୍କୁ ଅଜ୍ଞାତବାସରେ ରଖିଛନ୍ତି। ଅନ୍ୟ ପଟେ ଦୁଇ ସାମ୍ଭାବ୍ୟ ପ୍ରାର୍ଥୀ ସମିତି ସଭ୍ୟ ନିର୍ବାଚନ ହାରିଯିବା ପରେ ପ୍ରାୟତଃ ପଥ ପରିଷ୍କାର ହୋଇଯାଇଛି। ସୂଚନାଯୋଗ୍ୟ, କୁନି ସାହୁ ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ବ୍ଲକ ଅଧ୍ୟାକ୍ଷା ପଦବୀରେ ଦକ୍ଷତାର ସହ କାର୍ଯ୍ୟ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri