Posted inଖେଳ

ଧୋନୀଙ୍କ ବିନା ସିଏସ୍‌କେର ଅସ୍ତିତ୍ୱ ନାହିଁ

ଆବୁଧାବି,୧୮।୧୦: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅସ୍ତିତ୍ୱ ନାହିଁ। ଠିକ୍‌ ସେହିଭଳି ସିଏସ୍‌କେ ବିନା ଧୋନୀ ମଧ୍ୟ କିଛି ନୁହେଁ। ଧୋନୀ କେବଳ ସିଏସ୍‌କେର ନୁହେଁ, ବରଂ ଚେନ୍ନାଇ ଓ ତାମିଲନାଡୁର ଅଂଶ। ଏଭଳି କହିଛନ୍ତି ଇଣ୍ଡିଆ ସିମେଣ୍ଟ ଲିମିଟେଡ୍‌ (ଆଇସିଏଲ) ଭାଇସ ଚେୟାରମ୍ୟାନ ଓ ମ୍ୟାନେଜିଂ ଡିରେକ୍ଟର ଏନ୍‌ ଶ୍ରୀନିବାସନ।

ସିଏସ୍‌କେ ଫ୍ରାଞ୍ଚାଇଜ ଓ କିମ୍ବଦନ୍ତୀ କ୍ରିକେଟରଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦର୍ଶାଉଛି ଫ୍ରାଞ୍ଚାଇଜ ମାଲିକ ତଥା ବିସିସିଆଇ ପୂର୍ବତନ ସଭାପତିଙ୍କ ଏଭଳି ମନ୍ତବ୍ୟ। ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ଚତୁର୍ଥ ଆଇପିଏଲ ଟ୍ରଫି ହାତେଇଥିଲା। ଆଇପିଏଲ ଟ୍ରଫି ସହ ଭଗବାନ ଭେଙ୍କଟଚାଳପଥିଙ୍କ ମନ୍ଦିରରେ ସୋମବାର ପହଞ୍ଚିଥିଲେ ସିଏସ୍‌କେ ମାଲିକ ଶ୍ରୀନିବାସନ। ୨୦୦୮ରୁ ୧୪ ପର୍ଯ୍ୟନ୍ତ ସିଏସ୍‌କେର ମାଲିକାନା ଆଇସିଏଲ ପାଖରେ ଥିଲା। ତା’ ପରେ ଏହାର ମାଲିକାନା ଚାଲି ଯାଇଥିଲା ଚେନ୍ନାଇ ସୁପର କିଙ୍ଗ୍ସ କ୍ରିକେଟ ଲିମିଟେଡ୍‌ ହାତକୁ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri