ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଯେ ପର୍ଯ୍ୟନ୍ତ ଟିକା ଆସିନି ସେ ପର୍ଯ୍ୟନ୍ତ କଟକଣା କୋହଳ ହେବନି ବୋଲି ମୋଦି କହିଛନ୍ତି। ସାମାଜିକ ଦୂରତା ବଜାଇ ରଖିବା ସହିତ ମାସ୍କ ପିନ୍ଧିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି। ଟିକା ନ ଆସିବ ପର୍ଯ୍ୟନ୍ତ ଅତିରିକ୍ତ ସାବଧାନତା ଅବଲମ୍ବନ କରିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ସେ ଆହ୍ବାନ ଜଣାଇଛନ୍ତି। ଦେଶରେ କରୋନା ମହାମାରୀକୁ ହରାଇବା ଲାଗି ମାର୍ଗଦର୍ଶିକା ପାଳନ କରିବା ଅପରିହାର୍ଯ୍ୟ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ଗୃହ ଯୋଜନା ଅନ୍ତର୍ଗତ ମଧ୍ୟପ୍ରଦେଶରେ ଗରିବଙ୍କୁ ପାଇଁ ‘ଗୃହ ପ୍ରବେଶ’ କାର୍ଯ୍ୟକ୍ରମର ଲୋକାର୍ପଣ ଅବସରରେ ଭିଡ଼ିଓ କନଫରେନ୍ସିଂରେ ମୋଦି ଏଭଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri