କରୋନା ମହାମାରୀ: ଅକ୍ସିଜେନ କମ୍ ଯୋଗୁ ଦେଶରେ ହୋଇନାହିଁ ଜଣଙ୍କର ବି ମୃତ୍ୟୁ

ନୂଆଦିଲ୍ଲୀ,୨୦ ।୭: କରୋନା ମହାମାରୀ ସମୟରେ ଅମ୍ଳଜାନ ବା ଅକ୍ସିଜେନ ଅଭାବରୁ ଜଣଙ୍କର ବି ମୃତ୍ୟୁ ହୋଇନାହିଁ । ମଙ୍ଗବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହା କୁହାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରି କୁହାଯାଇଛି କି ସ୍ୱାସ୍ଥ୍ୟ ରାଜ୍ୟ ସରକାରଙ୍କ ବିଷୟ । ବିସ୍ତୃତ ନିୟମାବଳୀ ଅନୁଯାୟୀ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ସମସ୍ତ ରାଜ୍ୟ ଏବଂ କନ୍ଦ୍ର ଶାସିତ ଅଞ୍ଚଳ ନିୟମିତ ପ୍ରଦାନ କରିଥାଆନ୍ତି । ହେଲେ ଏପର୍ଯ୍ୟନ୍ତ କୌଣସି ରାଜ୍ୟ ସରକାର ବା କେନ୍ଦ୍ର ଶାସିତ ଅଞ୍ଚଳ ଅକ୍ସିଜେନ କମ୍ ଯୋଗୁ ଗୋଟିଏ ବି ମୃତ୍ୟୁ ହୋଇଥିବା ଦର୍ଶାଇ ନାହାନ୍ତି । ତେଣୁ ଦେଶରେ କରୋନା ମହାମାରୀ ସମୟରେ ଜଣଙ୍କର ବି ମୃତ୍ୟୁ ଅକ୍ସିଜେନ ବା ଅମ୍ଳଜାନ କମ ଯୋଗୁ ହୋଇ ନାହିଁ ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri