ଏଥର ବିନା ଭକ୍ତରେ ଗଡ଼ିବ ମା’ ବିରଜାଙ୍କ ରଥ, ମନ୍ଦିର ଚାରିପଟେ ଲାଗିବ ୧୪୪ ଧାରା

ଯାଜପୁର ଅଫିସ, ୫।୧୦: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହା ଉପରେ ରୋକ ଲଗାଯାଇପାରିନାହିଁ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦୁର୍ଗା ପୂଜାରେ ମା’ ବିରଜାଙ୍କ ରଥ ବିନା ଭକ୍ତରେ ଗଡ଼ିବ। ୯ ଦିନ ବ୍ୟାପି ଅନୁଷ୍ଠିତ ଏହି ରଥଯାତ୍ରାରେ ସେବାୟତ ଏବଂ ପୋଲିସଙ୍କ ଦ୍ୱାରା ରଥ ଟଣା ପର୍ବ ଶେଷ ହେବ ବୋଲି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଜିଲା ପ୍ରଶାସନ ଏବଂ ମନ୍ଦିର ସେବାୟତଙ୍କ ମଧ୍ୟରେ ଆଲୋଚନା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି।

କୋଭିଡ କଟକଣା ଲାଗି ଶ୍ରଦ୍ଧାଳୁଙ୍କ ମନ୍ଦିର ଦର୍ଶନ ଏବଂ ରଥଟଣାକୁ ଦୁଇଟି ପର୍ଯ୍ୟାୟରେ ବିଭକ୍ତ କରାଯାଇଛି। ଆସନ୍ତା ୬ ତାରିଖରୁ ୧୩ ପର୍ଯ୍ୟନ୍ତ ମନ୍ଦିର ଚାରିପଟେ ୧୪୪ ଧାରା ଲାଗୁ ହେବ। ପ୍ରତ୍ୟେହ ସକାଳରୁ ଅପରାହ୍ନ ୨ଟା ଯାଏ ମା’ଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ। ଏହା ପରଠାରୁ କଟକଣା ବଳବତ୍ତର ରହିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?