ଏଥର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୨୮।୧: ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଗତବର୍ଷ ଭଳି ମଧ୍ୟ ଶ୍ରଦ୍ଧାଳୁ ବୁଡ଼ ପକାଇ ପାରିବେ ନାହିଁ। ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପକାଇବା ପାଇଁ ଅନୁମତି ମିଳିବ। ଏହାସହ ଚନ୍ଦ୍ରଭାଗା ବେଳାଭୂମି, ତୀର୍ଥ ପୁଷ୍କରଣୀ ଓ ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ପୁରୀ ଉପଜିଲ୍ଲାପାଳ ଭାବତାରଣ ସାହୁ ଏଥିରେ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଆସନ୍ତା ଫେବୃୟାରୀ ୭ତାରିଖ ସୋମବାର ପବିତ୍ର ମାଘ ସପ୍ତମୀ ପଡ଼ୁଛି। ସେଥିପାଇଁ ଶୁକ୍ରବାର କୋଣାର୍କ ଯାତ୍ରୀ ନିବାସଠାରେ ପ୍ରଥମ ସମନୟ ବୈଠକ ବସିଥିଲା । କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଚଳିତବର୍ଷ ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ଚନ୍ଦ୍ରଭାଗା ବୁଡ଼ ଆୟୋଜନ ପାଇଁ ନିସ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼।...

ଭାଜପାରୁ କୌଶଲ୍ୟାଗଙ୍ଗ ମଣ୍ଡଳ ସଭାପତିଙ୍କ ଇସ୍ତଫା

ପିପିଲି,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ବ୍ଲକ କୌଶଲ୍ୟାଗଙ୍ଗ ଭାଜପା ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରାଥମିକ ସଦସ୍ୟ ଓ ମଣ୍ଡଳ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି।...

କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସହ ନୃତ୍ୟ ମହଙ୍ଗା ପଡ଼ିଲା: ନିଲମ୍ବିତ ହେଲେ ନାଲ୍‌କୋ କର୍ମଚାରୀ

ଜୟପୁର,୧୯। ୭(ଡି.ଏନ.ଏ.)-କୋରାପୁଟ ଜିଲାର ଜୟପୁର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କେତେଜଣ ରୋଗୀ ନିକଟରେ ନୃତ୍ୟ କରିଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ଏହି ନୃତ୍ୟ...

ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୬ ଅଟକ

ବରଗଡ଼ ଅଫିସ,୨୬ା୧୦: ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ବୁଧବାର ବରଗଡ଼ ଜିଲା ପାଇକମାଳ ଗସ୍ତରେ ଯାଇଥିବାବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼...

ରଖିଲେ ଶିବ…

ତରବୋଡ/ନୂଆପଡା ଅଫିସ, ୮।୨: କଥାରେ ଅଛି ରଖିଲେ ଶିବ ମାରିବ କିଏ। ନୂଆପଡ଼ା ଜିଲା ଟାନୱାଟରେ ସୋମବାର ଏକ ଦୁର୍ଘଟଣା ଘଟିଛି ଯାହାକୁ ଦେଖି ଅଞ୍ଚଳବାସୀ...

ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ...

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଭୁବନ, ୪।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପତି(୪୦)ଙ୍କ ମୃତଦେହକୁ ପୋଲିସ ମଙ୍ଗଳବାର ରାସ୍ତାପାର୍ଶ୍ୱରୁ ଉଦ୍ଧାର କରିଛି। ମୃତକଙ୍କ ବାପା...

Advertisement
Archives

Model This Week