ଏଥର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୨୮।୧: ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଗତବର୍ଷ ଭଳି ମଧ୍ୟ ଶ୍ରଦ୍ଧାଳୁ ବୁଡ଼ ପକାଇ ପାରିବେ ନାହିଁ। ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପକାଇବା ପାଇଁ ଅନୁମତି ମିଳିବ। ଏହାସହ ଚନ୍ଦ୍ରଭାଗା ବେଳାଭୂମି, ତୀର୍ଥ ପୁଷ୍କରଣୀ ଓ ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ପୁରୀ ଉପଜିଲ୍ଲାପାଳ ଭାବତାରଣ ସାହୁ ଏଥିରେ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଆସନ୍ତା ଫେବୃୟାରୀ ୭ତାରିଖ ସୋମବାର ପବିତ୍ର ମାଘ ସପ୍ତମୀ ପଡ଼ୁଛି। ସେଥିପାଇଁ ଶୁକ୍ରବାର କୋଣାର୍କ ଯାତ୍ରୀ ନିବାସଠାରେ ପ୍ରଥମ ସମନୟ ବୈଠକ ବସିଥିଲା । କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଚଳିତବର୍ଷ ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ଚନ୍ଦ୍ରଭାଗା ବୁଡ଼ ଆୟୋଜନ ପାଇଁ ନିସ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ...

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ...

ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ...

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ...

କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…

ନିଶ୍ଚିନ୍ତକୋଇଲି,୧୨ା୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ୮ନମ୍ବର କେନାଲରେ  ଅଜଣା ଯୁବକଙ୍କ ମୃତଦେହ ଭାସି ଯାଉଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସ...

ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦୁର୍ଗନ୍ଧରେ ଫାଟି ପଡୁଛି ନାକ

ଦେବଗଡ଼,୧୨ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦ ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବକେୟା ଥିବା ଇପିଏଫ୍‌ ଟଙ୍କା ପ୍ରଦାନ ଦାବିରେ ସେମାନେ ଏହି ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri