Posted inଜାତୀୟ

ଏନସିପିରେ କୌଣସି ବିଭାଜନ ନାହିଁ: ଶରଦ ପାଓ୍ବାର…

ମୁମ୍ବାଇ,୨୬।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଶନିବାର ତାଙ୍କ ଦଳରେ ବିଭାଜନକୁ ଏଡ଼ାଇ ଦେଇ କହିଛନ୍ତି ୍‌ ଏହା ସତ କଥା କିଛି ବିଧାୟକ ଦଳ ଛାଡିଛନ୍ତି, କିନ୍ତୁ କେବଳ ବିଧାୟକମାନେ ସମଗ୍ର ରାଜନୈତିକ ଦଳର ଅର୍ଥ ନୁହନ୍ତି।
ମହାରାଷ୍ଟ୍ରର କୋଲହାପୁରରେ ପାୱାର ଗଣମାଧ୍ୟମକୁ କହିଛନ୍ତି ସେ ଏନସିପିର ଜାତୀୟ ଅଧ୍ୟକ୍ଷ ଏବଂ ଜୟନ୍ତ ପାଟିଲ ଦଳର ରାଜ୍ୟ ୟୁନିଟ ମୁଖ୍ୟ। ଏନସିପି ବିଭାଜିତ ହୋଇ ନାହିଁ ବୋଲି ସେ କହିଛନ୍ତି।
ସେ ଦଳୀୟ ବିଦ୍ରୋହୀମାନଙ୍କ ଉପରେ ନରମ ଯାଉଛନ୍ତି କି ବୋଲି ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ବିଦ୍ରୋହୀମାନଙ୍କୁ ସେମାନଙ୍କ ନାମ ନେଇ କାହିଁକି ଗୁରୁତ୍ୱ ଦିଆଯାଉଛି? ସେମାନେ କ’ଣ ଦଳର ସର୍ବେସର୍ବା। ଦଳରେ ଏଭଳି କିଛି ଘଟିଥାଏ। କିନ୍ତୁ ଦଳ ସମସ୍ତଙ୍କଠାରୁ ଉପରେ।

ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏକଛତ୍ରବାଦୀ ଶାସନ ଜାରି ରଖି ଦେଶରେ ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି। ମୁଁ କୌଣସି ରାଜନୈତିକ ଦଳର ଏଭଳି ପ୍ରବୃତ୍ତିକୁ ବିରୋଧ କରିବି। ସରକାର କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଛନ୍ତି। ଏହା ଦେଶର ପାଇଁ ଶୁଭଙ୍କର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?