ବିନା ଫାୟାର ଲାଇସେନ୍ସରେ ଚାଲିଥିଲା ସନ୍‌ ହସ୍ପିଟାଲ

କଟକ ଅଫିସ, ୧।୨: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସନ୍‌ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ତେବେ ତଦନ୍ତରୁ ଏହାର ଫାୟାର ଲାଇସେନ୍ସ ନ ଥିବା ଜଣାପଡ଼ିଛି। ବିନା ଫାୟାର ଲାଇସେନ୍ସରେ ହସ୍ପିଟାଲ ଚାଲିଥିବା ନେଇ ଖୋଦ୍‌ ଚିଫ୍‌ ଫାୟାର ଅଫିସର ସୂଚନା ଦେଇଛନ୍ତି।

ଏନେଇ ଚିଫ ଫାୟାର ଅଫିସର କହିଛନ୍ତି, ଫାୟାର ଲାଇସେନ୍ସ ନ ଥାଇ ହସ୍ପିଟାଲ ଚାଲିଥିଲା। ପୂର୍ବରୁ ମକ୍‌ ଡ୍ରିଲ ଜରିଆରେ ସତର୍କ କରାଯିବା ସତ୍ତ୍ୱେ ହସ୍ପିଟାଲ କର୍ତ୍ତୃପକ୍ଷ ତତ୍ପରତା ପ୍ରକାଶ କରି ନ ଥିଲେ। ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ସହଜ ହେଲା।

ସୂଚନାଯୋଗ୍ୟ, ‘ସନ ହସ୍ପଟାଲ’ରେ ଭୟଙ୍କର ନିଆଁ ଲାଗି ଚାରିଆଡେ ଧୂଆଁ ଖେଳି ଯାଇଥିଲା। ଉପର ମହଲାରେ ନିଆଁ ଲାଗିଥିବା ବେଳେ ଘଟଣା ସ୍ଥଳରେ ୭ ଅଗ୍ନିଶମ ଗାଡ଼ି ଓ ୫୦ କର୍ମଚାରୀ ପହଞ୍ଚି ବହୁ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ। ହସ୍ପିଟାଲ୍ରେ ଥିବା ଗୁରୁତର ରୋଗୀଙ୍କୁ ଏସ୍‌ସିବି ସମେତ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନା ଅଧିକାରୀଙ୍କ ଅନୁଭୂତି: ମୃତକଙ୍କ ପରିଚୟ ପାଇବା ଚ୍ୟାଲେଞ୍ଜ ଥିଲା

ହତ୍ୟା ଘଟଣାରେ ଅଜଣା ମୃତଦେହକୁ ଚିହ୍ନଟ କରି ଅପରାଧୀଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ଥାଏ। ଏଭଳି ଏକ ଘଟଣାରେ ଅଭିଯୁକ୍ତଙ୍କୁ ଧରିଥିଲେ ବାରଙ୍ଗ ଥାନାର...

ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୧୩ା୭: କଟକ ମହାନଗର ନିଗମର(ସିଏମ୍‌ସି)ର ୩୭ ନମ୍ବର ଓ୍ବାର୍ଡ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସିଏମ୍‌ସି ପକ୍ଷରୁ ଏହି ଘୋଷଣା ହୋଇଛି।...

ବେଳାଭୂମିରେ ଜମିବ ଗହଳି

ପୁରୀ ଅଫିସ,୧।୮: କୋଭିଡ୍‌ କଟକଣା ନେଇ ଶନିବାର ରାଜ୍ୟ ସରକାରଙ୍କ ନୂଆ ଗାଇଡ୍‌ ଲାଇନ୍‌ ଆସିବା ପରେ ଶ୍ରୀମନ୍ଦିର ଖୋଲିବା ଓ ବେଳାଭୂମି ପୁଣି ଚଳଚଞ୍ଚଳ...

ବେପରୁଆ ଚାଲିଛି ବର୍ତ୍ତନା-ଆଗରପଡା ରାସ୍ତା

ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ...

ଭିମାପଡା କାଞ୍ଝାଝରି ନଦୀର ପୋଲ ଉପରେ ୪ ଫୁଟ ବନ୍ୟାଜଳ: ଯୋଗାଯୋଗ ବିଛିନ୍ନ

ପାଟଣା,୧୪।୯(ସ୍ବ. ପ୍ର.): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛିା ଏ ନେଇ ବେଳେ ମଙ୍ଗଳବାର ସକାଳୁ ପାଟଣା କେନ୍ଦୁଝର ରାସ୍ତାର ଭିମାପଡା କାଞ୍ଝାରୀ...

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ...

ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ: ୩୩ରୁ ୨୩ ପଦବୀ ପଡ଼ିଛି ଖାଲି

ନୟାଗଡ଼ ଅଫିସ,୧୪।୭-ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ । ୩୩ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୦ରେ ଅଧିକାରୀ ଓ କର୍ମଚାରୀ ଥିବା ବେଳେ...

ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ

ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ...

Advertisement


Archives

Model This Week