Posted inଜାତୀୟ

ଦୀପାବଳିରେ ରାଜଧାନୀରେ ଫୁଟିବନି ବାଣ, ସରକାର ଜାରି କଲେ କଟକଣା…

ନୂଆଦିଲ୍ଲୀ,୧୫।୯: ଚଳିତ ଦୀପାବଳିରେ ଗତ ବର୍ଷ ଭଳି ମଧ୍ୟ ରାଜଧାନୀ ଦିଲ୍ଲୀରେ ବାଣ ଫୁଟାଇବା ଏବଂ ବିକ୍ରି ଉପରେ ସରକାର କଡ଼ା କଟକଣା ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏନେଇ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ୩ ବର୍ଷ ଧରି ଦିଲ୍ଲୀର ବାୟୁମଣ୍ଡଳ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ସେ କହିଛନ୍ତି।

ବାୟୁମଣ୍ଡଳ ପ୍ରଦୂଷଣରୁ ଲୋକଙ୍କ ଜୀବନକୁ ସୁରକ୍ଷା ଦେବା ଲାଗି ଏଭଳି କଟକଣା ଲଗା ଯାଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ସାଧାରଣତଃ ଅକ୍ଟୋବର ଆରମ୍ଭରୁ ରାଜଧାନୀର ବାୟୁମଣ୍ଡଳ ଗୁଣବତ୍ତା ହ୍ରାସ ପାଇବାକୁ ଆରମ୍ଭ କରିଥାଏ। ଏହାଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଜୀବନ ବଞ୍ଚାଇବା ପାଇଁ ଚିତାବାଘ ସହ ଲଢିଲେ ମା’

ପୁଣେ,୧୮।୭: ମହାରାଷ୍ଟ୍ରର ଚନ୍ଦ୍ରପୁର ଅଞ୍ଚଳରେ ଏକ ଲୋକ ଟାଙ୍କୁରା ଘଟଣା ଘଟିଛି। ନିଜ ୫ ବର୍ଷର ଝିଅକୁ ବଞ୍ଚାଇବା ପାଇଁ ମା’ ଏକ ଚିତାବାଘ ସହ...

ଅଯୋଧ୍ୟା ରାୟ ପ୍ରକାଶ କରିଥିବା ବିଚାରପତିଙ୍କୁ ଧମକ, ଜେଡ୍‌ ସୁରକ୍ଷା ଯୋଗାଇ ଦିଆଗଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାରେ ଐତିହାସିକ ନିଷ୍ପତ୍ତି ଶୁଣାଣି କରିଥିବା ଜଣେ ବିଚାରପତି ଅବ୍‌ଦୁଲ ନଜୀର ଏବଂ ତାଙ୍କ ପରିବାରକୁ ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫ୍‌ଆଇ)...

ଔଷଧ ଦୋକାନରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ରାଗିଲେ ଦୁଷ୍ୟନ୍ତ ଚୌତାଲା

ଚଣ୍ଡିଗଡ଼,୨୯ ।୮: କରନାଲ ଏସ୍‌ଡିଏମଙ୍କ ଭାଇରାଲ ଭିଡିଓ ଦେଖିବା ପରେ ହରିୟାଣାର ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଉକ୍ତ...

କୋଭିଡ-୧୯: ପୂର୍ବତନ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା । ଏବେ ଏହାର ମୁକାବିଲା କରିବା ସରକାରଙ୍କ ପାଇଁ ଯେମିତି ଏକ...

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାଲିଆତି: ଗୋଟିଏ ରାଶନ କାର୍ଡରେ ୬୮ ହିତାଧିକାରୀ

ପାଟନା,୨୨।୩: ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡ଼ିଏସ୍‌)ରେ ହୋଇଥିବା ଏକ ବଡ଼ ଧରଣର ଜାଲିଆତିର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ବିହାରର ବୈଶାଳି ଜିଲାରେ ଗୋଟିଏ ରାଶନ କାର୍ଡରେ ୬୮...

ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ଧାର୍ମିକ ଉତ୍ସବ ବନ୍ଦ

ଲକ୍ଷ୍ନୌ,୨୬।୮: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ମହୋତ୍ସବ ବନ୍ଦ ରଖିବାକୁ ଉତ୍ତର ପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ-ପ୍ରଶାସନ ସହ ଏକ...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ...

Advertisement


Archives

Model This Week