ଆଜିଠୁ ହୋଟେଲରେ ଖାଇବା ମନା

ଭୁବନେଶ୍ୱର,୨୧।୪(ବ୍ୟୁରୋ): ବୁଧବାରଠାରୁ ହୋଟେଲରେ ଖାଇବା ପାଇଁ ମନା କରିଛି ବିଏମ୍‌ସି। ଏଥର କେହି ଆଉ ରେଷ୍ଟୁରାଣ୍ଟରେ ବସି ଖାଇପାରିବେନି। କେବଳ ପାର୍ଶଲ ଆଣିବାର ବ୍ୟବସ୍ଥା ରହିଛି ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଅନ୍‌ଲାଇନ୍‌ରେ ଖାଦ୍ୟ ଅର୍ଡର କରାଯାଇପାରିବ। ଗତ ୧୯ ତାରିଖରେ ସ୍ବତନ୍ତ୍ର ରିଲିଫ କମିଶନର ଏନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଥିବା କହିଥିଲେ। ତେବେ ଆଜିଠାରୁ ବିଏମ୍‌ସି ଏହାକୁ କଡ଼ାକଡ଼ି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି...

ରାଜ୍ୟରେ ୯,୦୦୮ କୋଭିଡ୍‌ ବେଡ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍‌ ଅଭାବ...

ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା

ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ...

ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲିଅନ୍ତା, ୨୫ା୫(ଡି.ଏନ୍‌.ଏ.): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହଂସପାଳ ଛକରେ ଶନିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ସୋୟାବିନ୍‌ ବଡ଼ି ବୋଝେଇ ପିକ୍‌ଅପ୍‌...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର...

୪ ଯାଏ ବଡ଼ ବର୍ଷା ନାହିଁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟରୁ ଲଘୁଚାପ ଅପସରି ଯାଇଛି। ଆସନ୍ତା ନଭେମ୍ବର ୪ ତାରିଖ ଯାଏ କୌଣସି ବଡ଼ ବର୍ଷାର ସମ୍ଭାବନା ନାହିଁ । ତେବେ ଆସନ୍ତା ୨୪...

ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି...

ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ...

Advertisement
Archives

Model This Week