Posted inଜାତୀୟ

ବ୍ରହ୍ମାଣ୍ଡର କୌଣସି ଶକ୍ତି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଫେରାଇ ଆଣିବାର କ୍ଷମତା ରଖି ନାହାନ୍ତି: ମୋଦି

ନୂଆଦିଲ୍ଲୀ,୧୭।୧୨: ବର୍ତ୍ତମାନ ଜମ୍ମୁ କଶ୍ମୀରରୁ ଧାରା ୩୭୦ ରଦ୍ଦ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏହା ପରେ ବିରୋଧୀ ଦଳ ସମେତ କଶ୍ମୀରର କିଛି ଆଞ୍ଚଳିକ ଦଳ ଧାରା ୩୭୦ ପ୍ରତ୍ୟାହାର ପାଇଁ ଏକ ଲମ୍ବା ଲଢେଇ ବିଷୟରେ ଆଲୋଚନା କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ସିଧାସଳଖ କିଛି କହି ନାହାଁନ୍ତି। ହେଲେ ବର୍ତ୍ତମାନ ସେ ଏହାକୁ ଏକ ବଡ ମନ୍ତବ୍ୟ ଦେଇଛନ୍ତି ଯେ ବ୍ରହ୍ମାଣ୍ଡର କୌଣସି ଶକ୍ତି ଜମ୍ମୁ କଶ୍ମୀରରେ ଧାରା ୩୭୦ ଫେରାଇ ଆଣି ପାରିବେ ନାହିଁ।

ଏକ ଖବରକାଗଜକୁ ଦିଆଯାଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଜମ୍ମୁ କଶ୍ମୀରରୁ ଧାରା ୩୭୦ ରଦ୍ଦ କରିବାର ନିଷ୍ପତ୍ତିକୁ ସକରାତ୍ମକ ଢଙ୍ଗରେ ବ୍ୟବହାର କରିବେ। ସେ କହିଛନ୍ତି, ବ୍ରହ୍ମାଣ୍ଡରେ କୌଣସି ଶକ୍ତି ବର୍ତ୍ତମାନ ଧାରା ୩୭୦ ଫେରାଇ ଆଣିପାରିବ ନାହିଁ। ତେଣୁ ବର୍ତ୍ତମାନ ଆମେ ଏହାକୁ ସକରାତ୍ମକ କାର୍ଯ୍ୟ ପାଇଁ ବ୍ୟବହାର କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri