ଆଉ ବିଡିଏ ଅନୁମତି ଲୋଡାନାହିଁ

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): ସହରାଞ୍ଚଳରେ ଜମି କିଣାବିକା ସହଜ ହେବ। କାରଣ ରାଜ୍ୟ ସରକାର ସମସ୍ତ ଲିଜ ଜମିକୁ ଫ୍ରି ହୋଲ୍ଡ କରିବେ। ବର୍ତ୍ତମାନ ସ୍ଥିତିରେ ଲିଜ ଜମିରେ ଜମି ମାଲିକଙ୍କୁ କେବଳ ହେରିଟେବୁଲ ରାଇଟ୍ସ ଦିଆଯାଇଛି। ଏହାର ଅର୍ଥ ଲିଜ୍‌ଧାରୀ କେବଳ ତାଙ୍କ ଉତ୍ତରାଧିକାରୀଙ୍କୁ ଜମି ଟ୍ରାନ୍ସଫର କରିପାରିବେ, କିନ୍ତୁ ବିକ୍ରି କରିପାରିବେ ନାହିଁ । ଫ୍ରି ହୋଲ୍ଡ ହେବା ପରେ ଲିଜ୍‌ଧାରୀଙ୍କ ଜମି ସ୍ଥିତିବାନ ଜମିରେ ପରିଣତ ହେବ। ଏହାଦ୍ୱାରା ସତ୍ତ୍ୱାଧିକାରୀ ଜମି ବିକ୍ରି କରିପାରିବେ । ଏଥିପାଇଁ ପୂର୍ବରୁ ବିଡିଏର ଅନୁମତି ନେବାକୁ ପଡୁଥିବା ବେଳେ ଏବେ ପଡ଼ିବ ନାହିଁ। ଏଥିପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୀତି ନିର୍ଦ୍ଧାରଣ କରାଯିବ । ଫ୍ରି ହୋଲ୍ଡ ଲାଗି ଜମି ମାଲିକଙ୍କଠାରୁ ନଗନ୍ୟ ଦେୟ ଆଦାୟ କରାଯିବ । ଏହି ଅର୍ଥ ସହରାଞ୍ଚଳର ଭିତ୍ତିଭୂମି ବିକାଶରେ ଖର୍ଚ୍ଚ କରାଯିବ । ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁରରେ ଏହା କାର୍ଯ୍ୟକାରୀ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ତିନି ତଲାକ୍‌ : ୪ ମାସର ଶିଶୁକନ୍ୟାଙ୍କୁ ଧରି ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ

ଭୋଗରାଇ,୧୨ା୮(ଡି.ଏନ୍‌.ଏ.): ମୁସଲିମ୍‌ ଆଇନରେ ତିନି ଥର ତଲାକ୍‌ ଉଚ୍ଚାରଣ କରି ଛାଡ଼ପତ୍ର ଦେବା ବେଆଇନ ଓ ଦଣ୍ଡନୀୟ ଅପରାଧ ବୋଲି ନିକଟରେ ଆଇନରେ ପରିଣତ ହୋଇଛି।...

ଅବ୍ୟବସ୍ଥା ଭିତରେ ଚୌଦ୍ୱାର ଜେଲ:ସୁରକ୍ଷା ଢିଲା, ସିସିଟିଭି ଅଚଳ

କଟକ ଅଫିସ,୧୬।୭: ଓଡ଼ିଶାର ସବୁଠୁ ବଡ ଜେଲ ହେଉଛି ଚୌଦ୍ୱାର ସର୍କଲ ଜେଲ। ଏଠାରେ ସବୁଠୁ ଅଧିକ କଏଦୀ ମଧ୍ୟ ରହୁଛନ୍ତି। ହେଲେ ଏହି ଜେଲରେ...

ସୀମାନ୍ତରେ ଆନ୍ଧ୍ର ଅଧିକାରୀ-ପଟ୍ଟାଙ୍ଗୀ ବିଧାୟକ ମୁହାଁମୁହିଁ

ପଟ୍ଟାଙ୍ଗୀ,୧୪।୧୦ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତ ଉପରୁ ନଜର ହଟାଉନି ଆନ୍ଧ୍ର। ବାରମ୍ବାର ଓଡ଼ିଶାର ଏହି...

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ...

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ...

ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ...

ଫର୍ଜନା ଏବେ ସ୍ବପ୍ନାରାଣୀ

ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ...

ସମିତି ବଢ଼ାଉଛି ବିହନ ସମସ୍ୟା

ପାଲଲହଡ଼ା,୩ା୭ ଚାଷ ପାଇଁ ସଜବାଜ ହେଉଥିବା ଚାଷୀ ପାଇବେ ଧାନ ବିହନ। ଚଳିତବର୍ଷ ଏଥିପାଇଁ ଆଗୁଆ ବ୍ୟବସ୍ଥା କରାଯାଇଛି। ଗୋଟିଏ ପରିବର୍ତ୍ତେ ଦୁଇଟି ଗୋଦାମରୁ ଯୋଗାଣ...

Advertisement
Archives

Model This Week