Odisha Elections 2024

ରାଜ୍ୟ ସରକାରଙ୍କ ଆଲୋଚନା, ପ୍ରତିଶ୍ରୁତି ଉପରେ ଭରସା ନାହିଁ: ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର,୬।୧:  ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତକୁ ନେଇ ଦ୍ବନ୍ଦ୍ବ ବଢ଼ିଛି। ପରିବହନ କମିଶନର ଆଲୋଚନା ସଫଳ ହୋଇଥିବା କହିଥିବା ବେଳେ ସେମାନଙ୍କ ଅନେକ ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ଡ୍ରାଇଭର ସଂଘ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଏଥର ପରିବହନ ବ୍ୟବସ୍ଥା ସ୍ବାଭାବିକ ହେବ ।
ଅନ୍ୟପକ୍ଷେ ଡ୍ରାଇଭର ମହସଂଘ କମିଶନରଙ୍କ କଥାକୁ ଖଣ୍ଡନ କରିବା ସହ ଆନ୍ଦୋଳନ ଜାରି ରହିବ ବୋଲି କହିଛି ।
ଡ୍ରାଇଭର ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି, ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତ ହୋଇ ନାହିଁ । ଏପର୍ଯ୍ୟନ୍ତ ସ୍ଥଗିତ ନିଷ୍ପତ୍ତି ମଧ୍ୟ ହୋଇନି । ସରକାରଙ୍କ ସହ କିଛି ଆଲୋଚନା ହୋଇଛି । ଆଉ କିଛି ଆଲୋଚନା ହୋଇନି । ରାଜ୍ୟ ସରକାର ଆଲୋଚନା ପାଇଁ ସୋମବାର ଯାଏ ସମୟ ଦେଇଛନ୍ତି । ତାଙ୍କର ଆଲୋଚନା ଓ ପ୍ରତିଶ୍ରୁତି ଉପରେ ଭରସା ନାହିଁ । କାଲିର କାର୍ଯ୍ୟପନ୍ଥା କ’ଣ ରହିବ ସାରେ ନିଷ୍ପତ୍ତି ନେବୁ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri