Posted inଜାତୀୟ

ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ପଡ଼ିବ ନାହିଁ: କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ,୨୪।୧:ମୁମ୍ବାଇ ସମେତ ମହାରାଷ୍ଟ୍ରର କେତେକ ସହରରେ ମହାନଗର ନିଗମ ଓ ପୌର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀ(ୟୁବିଟି) ପ୍ରକାଶ ଆମ୍ବେଡକରଙ୍କ ବଞ୍ଚତ୍ତ ବହୁଜନ ଅଘାଡ଼ି (ବିଭିଏ) ସହ ମେଣ୍ଟ କରିଛି। ପ୍ରକାଶ ହେଉଛନ୍ତି ସମ୍ବିଧାନ ପ୍ରଣେତା ଡ. ବି.ଆର୍‌. ଆମ୍ବେଡ୍‌କରଙ୍କ ନାତି। ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେଙ୍କ ୯୭ତମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ବେଳର ଫଟୋକୁ ଉଦ୍ଧବଙ୍କ ଅଫିସ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଛି। ତେବେ ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ରହିବ ନାହିଁ ବୋଲି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା...

ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍‌ରେ ୨୭୩ ଆତଙ୍କବାଦୀ: ପ୍ରକାଶ ପାଇଲା ତାଲିକା

ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ସକ୍ରିୟ ଥିବା ଆତଙ୍କବାଦୀଙ୍କ ତାଲିକା ପ୍ରକାଶ ପାଇଛି। ଏଠାରେ...

ପାକିସ୍ତାନକୁ ପ୍ରଶଂସା କରି ଫସିଲେ ଶଶି ଥରୁର

ନୂଆଦିଲ୍ଲୀ,୧୮।୧୦: ପୁଣି ବିବାଦରେ କଂଗ୍ରେସ ନେତା ଶଶି ଥରୁର। ପାକିସ୍ତାନର ଲାହୋର ଲିଟରେଚର୍‌ ଫେଷ୍ଟିଭାଲରେ ଯୋଗ ଦେଇ ଭାରତ ସରକାରଙ୍କୁ ନିନ୍ଦା କରି ସେ ଫସିଯାଇଛନ୍ତି।...

ବିହାରରେ ଲଭ ଜିହାଦକୁ ନେଇ ଆଇନ ଆଣିବ ଭାଜପା!

ପାଟନା,୨୧ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ରାଜ୍ୟ ମଧ୍ୟପ୍ରଦେଶରେ ଯେଉଁଠି ଲଭ ଜିହାଦକୁ ନେଇ ଆଇନର ଡ୍ରାପ୍ଟ ତିଆରି ହୋଇ ସାରିଲାଣି ଅନ୍ୟପଟେ ଉତ୍ତରପ୍ରଦେଶରେ...

ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର

ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ...

କଂଗ୍ରେସ ନେତା ଅର୍ଚ୍ଚନା ଗୌତମଙ୍କ ଭିଡିଓ ଭାଇରାଲ, ତିରୁପତି ବାଲାଜୀ ମନ୍ଦିର କର୍ମଚାରୀଙ୍କ ଉପରେ ଆଣିଲେ ଗୁରୁତର ଅଭିଯୋଗ

ଲକ୍ଷ୍ନୌ,୬ ।୯: ଉତ୍ତର ପ୍ରଦେଶର ହସ୍ତିନାପୁର ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିଥିବା ଅଭିନେତ୍ରୀ ଅର୍ଚ୍ଚନା ଗୌତମ ଆନ୍ଧ୍ର ପ୍ରଦେଶ ସ୍ଥିତ ତିରୁପତି ବାଲାଜୀ...

ମୋଦିଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୦ ।୬: କଂଗ୍ରେସ ନେତା ସୁବୋଧ କାନ୍ତ ସହାୟ ଜର୍ମାନୀର ଏକଛତ୍ରବାଦୀ ଶାସକ ହିଟଲରଙ୍କ ନାମନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଛନ୍ତି ।...

ଦୁଇରୁ ୩ ମାସରେ ଭାଙ୍ଗିବ ବିହାର ସରକାର

ପାଟନା,୨୭।୬: ଦୁଇରୁ ୩ ମାସ ମଧ୍ୟରେ ଭାଙ୍ଗିବାକୁ ଯାଉଛି ନୀତିଶ କୁମାରଙ୍କ ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ) ସରକାର। ବିହାର ବିରୋଧୀ ଦଳ ନେତା...

Advertisement
Archives

Model This Week